Browsing Tag

#metro tv

୧୫ ଜୁନ୍ ସୁଦ୍ଧା କାର୍ଯ୍ୟାଳୟ ଖାଲି କରିବାକୁ ଆମ ଆଦମୀ ପାର୍ଟିକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ପରିସର ସ୍ଥିତ ଆମ ଆଦମୀ ପାର୍ଟିର ଅଫିସକୁ ନେଇ ସୋମବାର ସୁପ୍ରିମକୋର୍ଟ ନିଷ୍ପତ୍ତି ଶୁଣାଇଛନ୍ତି । କୋର୍ଟ ଆମ ଆଦମୀ ପାର୍ଟିକୁ ୧୫ ଜୁନ୍ ସୁଦ୍ଧା ଅଫିସ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ ଏବଂ ଜଷ୍ଟିସ୍ ଜେ ବି…

ସ୍ପ୍ରେ କରି ଅଳଙ୍କାର ଓ ଟଙ୍କା ଲୁଟ

ଭୁବନେଶ୍ୱରରେ ମାତିଛନ୍ତି ଲୁଟେରା । ପୁଲିସ ଡାଳେ ଡାଳେ ଗଲେ ଲୁଟେରା ପତ୍ରେ ପତ୍ରେ ଯାଉଛନ୍ତି । ଲୋକଙ୍କ ଉପସ୍ଥିତିରେ ଲୁଟେରା ବୁଲାଉଛନ୍ତି କଳାକନା । ଭୁବନେଶ୍ୱର ଶାସ୍ତ୍ରୀ ନଗରରୁ ଏଭଳି ଘଟଣା ନଜରକୁ ଆସିଛି । ରାତିରେ ଶୋଇଥିବା ଅବସ୍ଥାରେ ଲୁଟେରା ମାନେ ବେଡରୁମରେ ପଶି ସ୍ପ୍ରେ କରି…

ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ-ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନ ୨ଟା ୪୦ ମିନିଟରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର, ଭୁବନେଶ୍ୱରଠାରେ ପହଞ୍ଚିବେ। ପରେ ବାୟୁସେନାର ଏକ ଏମଆଇ-୧୭ ହେଲିକପ୍ଟର ଯୋଗେ ସେ ଚଣ୍ଡୀଖୋଲ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ୩ଟା ୩୦ ମିନିଟ୍ରୁ ୪ତା…

ପାରାଦୀପରୁ କେନ୍ଦୁଝର ଗଡ଼ିବ ମେମୋ

ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନ୍‌ରେ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍‌। ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଗଡ଼ିବ ମେମୋ ଟ୍ରେନ୍‌। ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ୍‌ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ…

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯ କୋଟି ଟଙ୍କାର ପିସି

ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ ।  ପଂଚାୟତଠୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ଚାଲିଛି ପିସି କାରବାର । କେବଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯କୋଟି ଟଙ୍କାର ପିସି କାରବାର ହୋଇଛି । ଆଉ ଏହି ପିସିରୁ ଆଦାୟ ହୋଇଥିବା ଟଙ୍କା ବିଜେଡିର ନିର୍ବାଚନୀ ଖର୍ଚ୍ଚରେ ବ୍ୟବହୃତ ହେଉଛି । …

ବାରାଣାସୀରୁ ଲଢିବେ ମୋଦୀ

ବିଜେପି ପକ୍ଷରୁ ଆସନ୍ତା ଲୋକସଭା ନିର୍ବାଚନ ପାଇଁ ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ପ୍ରଥମ ତାଲିକାଲେ ମୋଟ ୧୯୫ ପ୍ରାର୍ଥୀଙ୍କ ତାଲିକା ରହିଛି ।  ବାରାଣାସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଢିବେ । ଜେପି ପକ୍ଷରୁ ପ୍ରକାଶିତ ପ୍ରଥମ ପ୍ରାର୍ଥୀ ତାଲିକାରେ…

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି

ଭୁବନେଶ୍ବର: ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛି।୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭାଷ୍ଟାଚାର ବଢିଚାଲିଛି । ରାଜ୍ୟ ସରକାର ଯୁବକମାନଙ୍କୁ ପ୍ରତାରଣା କରି ଚାଲିଛନ୍ତି । ସେହିଭଳି ପ୍ରତିବର୍ଷ ୨ ଲକ୍ଷ ଚାକିରୀ ଦେବାକୁ ସରକାର…

ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ହେବେ ସାମିଲ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି। ଦିନ ୧୦ଟା ୧୫ରେ ବ୍ରହ୍ମପୁର ପହଞ୍ଚିବା ପରେ ସେଠାରୁ ଭଞ୍ଜବିହାର ଯାଇ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନରେ ଯୋଗଦେବେ। ଏ ଅବସରର ରାଷ୍ଟ୍ରପତି…

ଆଜିର ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୦୧ ତାରିଖ ୨୦୨୪ ମସିହା(ଶୁକ୍ରବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଫାଲଗୁନମାସ- କୃଷ୍ଣପକ୍ଷ ତିଥି- ପଞ୍ଚମୀ ପ୍ରା ଘ୦୬/୨୭ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ ନକ୍ଷତ୍ର- ସ୍ୱାତି ଦିବା ଘ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ବିଶାଖା…

ଭାରତର ଜିଡିପି ୮.୪ ପ୍ରତିଶତ ବୃଦ୍ଧି ପାଇଛି

ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୮.୪ ପ୍ରତିଶତ ବୃଦ୍ଧି ପାଇଛି ଯାହା ଏକ ବର୍ଷ ପୂର୍ବେ ୪.୩ ପ୍ରତିଶତ ଥିଲା । ଗୁରୁବାର ପରିସଂଖ୍ୟାନ ଏବଂ କାର୍ୟ୍ୟକ୍ରମ କାର୍ୟ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟ ଅନୁଯାୟୀ…