Browsing Tag

#metro tv

ଅଧ୍ୟାପକ, ଶିକ୍ଷକ ଓ କମର୍ଚାରୀଙ୍କୁ ମିଳିବ ୭ମ ବେତନ କମିଶନ ଅନୁସାରେ ଦରମା

ଭୁବନେଶ୍ବର: ଅଧ୍ୟାପକ, ଶିକ୍ଷକ ଓ କମର୍ଚାରୀଙ୍କୁ ରାଜ୍ୟ ସରକାର ୭ମ ବେତନ କମିଶନ ଅନୁସାରେ ଦରମା ନେବାକୁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ବାରା ଉପକୃତ ହେବେ ୯ ହଜାର ୫୮୫ ଅଧ୍ୟାପକ, ଶିକ୍ଷକ ଓ କର୍ମଚାରୀ । ସରକାର ବହନ କରିବେ ପ୍ରାୟ ୨୯୪ କୋଟି ଟଙ୍କା । ୨୦୧୪ରୁ ସରକାର ହାତକୁ ନେଇଥିବା…

ଭୂମିହୀନ କୃଷକ ପରିବାରକୁ ଅତିରିକ୍ତ ଭାବେ ୨ ହଜାର ଟଙ୍କା ଦେବେ ରାଜ୍ୟ ସରକାର

କାଳିଆ ଯୋଜନାର ଅବଧିକୁ ୩ ବର୍ଷ ବୃଦ୍ଧି କରି ହିତାଧିକାରୀଙ୍କ ପାଇଁ ବଡ଼ ଉପହାର ଦେଇଛନ୍ତି ରାଜ୍ୟ ସରକାର । ଏଣିକି ଯେତେବେଳେ ସରକାର ଆବଶ୍ୟକ ମଣିବେ ଚାଷୀଙ୍କୁ କାଳିଆ ସହାୟତା ଦେଇପାରିବେ । ବିଶେଷକରି ଭୂମିହୀନ କୃଷକ ପରିବାରକୁ ଅତିରିକ୍ତ ଭାବେ ୨ ହଜାର ଟଙ୍କା ଦେବା ପାଇଁ ରାଜ୍ୟ ସରକାର…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୨୪ ତାରିଖ ୨୦୨୪ ମସିହା(ଶନିବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ପୂର୍ଣ୍ଣିମା ସନ୍ଧ୍ୟା ଘ ୦୬/୧୬ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦ ନକ୍ଷତ୍ର- ମଘା ରାତ୍ରି ଘ୧୧/୧୯ ପର୍ଯ୍ୟନ୍ତ ତଦନ୍ତେ ପୂର୍ବା…

କଂଗ୍ରେସ କେବଳ ୧୭ଟି ଲୋକସଭା ଆସନରେ ପ୍ରାର୍ଥୀ ଦେବ

ଉତ୍ତର ପ୍ରଦେଶରେ କଂଗ୍ରେସ କେବଳ ୧୭ଟି ଲୋକସଭା ଆସନରେ ପ୍ରାର୍ଥୀ ଦେବ। ବାକି ୬୩ଟି ଲୋକସଭା ଆସନରେ ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ଓ ଇଣ୍ତିଆ ମେଣ୍ଟରେ ଥିବା ଅନ୍ୟ ଦଳଗୁଡ଼ିକ ଲଢ଼େଇ କରିବେ। ଦୁଇ ଦଳ ମଧ୍ୟରେ ସିଟ ଶେୟାରିଂକୁ ନେଇ ଚାଲିଥିବା ଅଙ୍କକଷାରେ ଆଜି ପୂର୍ଣ୍ଣଚ୍ଛେଦ…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୨୨ ତାରିଖ ୨୦୨୪ ମସିହା(ଗୁରୁବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ତ୍ରୟୋଦଶୀ ଦିବା ଘ ୦୧/୨୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ନକ୍ଷତ୍ର- ପୂଷ୍ୟା ଦିବା ଘ୦୫/୩୧ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା…

ଚାଇନା ଗୁପ୍ତଚର ଜାହାଜକୁ ମାଲେ ବନ୍ଦରରେ ଲଙ୍ଗର ପକାଇବାକୁ ଅନୁମତି

ମାଳଦ୍ୱୀପ ସରକାର ଏକ ଚାଇନା ଗୁପ୍ତଚର ଜାହାଜକୁ ମାଲେ ବନ୍ଦରରେ ଲଙ୍ଗର ପକାଇବାକୁ ଅନୁମତି ଦେଇଛନ୍ତି। କୁହାଯାଉଛି ଯେ ଭାରତ, ଶ୍ରୀଲଙ୍କା ଓ ମାଳଦ୍ୱୀପର ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ ସର୍ଭେ ନାଁରେ ଚୀନ୍ ଜାହାଜ ଦୀର୍ଘ ଦିନ ଧରି ଗୁପ୍ତଚରବୃତ୍ତି କରି ଆସୁଛି। ଏବେ ଏହା ମାଲେ ଆଡ଼କୁ ଗତି…

କେୱାଇସି ପ୍ରକ୍ରିୟାର ସରଳୀକରଣ ଏବଂ ଡିଜିଟାଇଜେସନ୍ କରିବାକୁ ନିଷ୍ପତ୍ତି

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆର୍ଥିକ ସ୍ଥିରତା ଏବଂ ବିକାଶ ପରିଷଦର ୨୮ତମ ବୈଠକ ଅନୁଷ୍ଠିତ ହୋଇଥିଲା ,ଏହି ବୈଠକରେ କେନ୍ଦ୍ର ବଜେଟରେ କରାଯାଇଥିବା ଘୋଷଣାଗୁଡ଼ିକର କାର୍ଯ୍ୟକାରିତା ଏବଂ ଏଫ୍ଏସଡିସିର ପୂର୍ବ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରିବା ରଣନୀତି ଉପରେ…

ଆସନ୍ତା ୨୮ ତାରିଖ ଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୮ ଫେବ୍ରୁଆରିରେ ନୂଆଦିଲ୍ଲୀରୁ ଏକ ସତନ୍ତ୍ର ବିମାନ ଯୋଗେ ଝାଡ଼ଖଣ୍ଡର ରାଜଧାନୀ ରାଂଚି ପହଂଚିବେ ଓ ସେଠାରେ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଠାରୁ ସେ ବାୟୂସେନାର ହେଲିକେପ୍ଟର ଯୋଗେ ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ପହଂଚି…

ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ,ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା…

ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ

ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ ରହିଛି । ଏହି କ୍ରମରେ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୩୬.୪ ଡିଗ୍ରି ରେକର୍ଡ କରାଯାଇଛି । ସେହଭଳି ଟିଟିଲାଡ ଓ ଭବାନୀପାଟଣାର ତାପମାତ୍ରା ୩୬ ଡିଗ୍ରି ରେକର୍ଡ କରାଯାଇଛି । ଝାରସୁଗୁଡା ୩୫-୬, ସୋନପୁର ୩୫.୫, ବୌଦ୍ଧ ୩୫.୫,…