Browsing Tag

#metro tv

ବିଜେପିରେ ସାମିଲ ହେବେନି କମଲନାଥ

ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ ବିଜେପିରେ ସାମିଲ ହେଉନଥିବା କହିଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲନାଥ । ଏହି ସୂଚନା ଦେବା ପୂର୍ବରୁ ଦିଲ୍ଲୀରେ ନିଜର ଖାସ୍ ଅନୁଗତଙ୍କ ସହ ଆଲୋଚନା କରିଥିଲେ କମଲନାଥ । ବୈଠକ ପରେ ସଜ୍ଜନ କୁମାର ବର୍ମା କହିଛନ୍ତି, କମଲନାଥ…

ଗୁଲଜାର ଓ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର

ସଂସ୍କୃତ ବିଦ୍ୱାନ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ଓ ପ୍ରସିଦ୍ଧ ଉର୍ଦ୍ଦୁ କବି ତଥା ଗୀତିକାର ଗୁଲଜାର ପ୍ରଦାନ କରାଯିବ ୫୮ତମ ଜ୍ଞାନପୀଠ ପୁରସ୍କାର। ଶନିବାର ଜ୍ଞାନପୀଠ ଚୟନ କମିଟି ପକ୍ଷରୁ କରାଯାଇଛି ଏହି ଘୋଷଣା। ଜ୍ଞାନପୀଠ ଚୟନ କମିଟି ଜାରି କରିଥିବା ବୟାନରେ କୁହାଯାଇଛି, ୨୦୨୩ ବର୍ଷ ପାଇଁ…

୧୫ ଜିଲ୍ଲାରେ ୭୩ ‘ଆମ ହସ୍ପିଟାଲ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି ‘ଆମ ହସ୍ପିଟାଲ’, ପାଞ୍ଚଟି ଉପଖଣ୍ଡସ୍ତରୀୟ ଡାଏଲିସିସ୍ କେନ୍ଦ୍ରର ଲୋକାର୍ପଣ କରିଛନ୍ତି। ଏହାସହ ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ଆଇଭିଆରଏସ୍‌ ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ ବ୍ୟବସ୍ଥା ସହ…

ଆନ୍ଦୋଳନ ଡାକରା ଦେଲା କୃଷକ ସଙ୍ଗଠନ

ନୂଆଦିଲ୍ଲୀ:  ଏମଏସପି ସମେତ ବିଭିନ୍ନ ଦାବିରେ ଅଟଳ ଚାଷୀ ଆଜି ସାରା ଦେଶରେ କରିବେ ଆନ୍ଦୋଳନ। ଗତକାଲି ୩ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ, ନିତ୍ଯାନନ୍ଦ ରାୟ ଓ ଅର୍ଜୁନ ମୁଣ୍ଡାଙ୍କ ସହ ଚାଷୀ ନେତାଙ୍କ ଆଲୋଚନା ପରେ ସମାଧାନର ସୂତ୍ର ବାହାରି ପାରିନଥିଲା। ବିଭିନ୍ନ କୃଷିପ୍ରଧାନ ରାଜ୍ୟରେ…

ରୋହିତ ୧୩୧ ରନ କରି ଆଉଟ :ପ୍ରଥମ ଦିନରେ ଭାରତ ୩୨୬/୫

ରାଜକୋଟରେ ଖେଳାଯାଉଥିବା ୩ୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୫ ଓ୍ବିକେଟରେ ୩୨୬ ରନ କରି ନିଜର ସ୍ଥିତି ସୁଦୃଢ କରିଛି । ପ୍ରଥମ ଦିନରେ ଭାରତ ପକ୍ଷରୁ ଦୁଇଟି ଆକର୍ଷଣୀୟ ଶତକ-ରୋହିତ ଶର୍ମା ଓ ରବୀନ୍ଦ୍ର ଜାଦେଜାଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି । ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ…

ବାଗଚି ଶ୍ରୀଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନ ଲୋକାର୍ପଣ

ଭୁବନେଶ୍ବର: ବାଗଚି ଶ୍ରୀଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବହୁ ପ୍ରତିକ୍ଷିତ ବାଗଚି ଶ୍ରୀଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନକୁ ଦ ଉତ୍ସର୍ଗ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଏହି କର୍କଟ…

ଖୋର୍ଦ୍ଧାଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହ‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ବସଷ୍ଟାଣ୍ଡ ଲୋକାର୍ପିତ କଲେ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖୋର୍ଦ୍ଧାଠାରେ ଇଡ୍‌କୋ ଦ୍ୱାରା ନିର୍ମାଣ କରାଯାଇଥିବା ନୂତନ ଫୁଡ୍‌ପାର୍କକୁ ମୁଖ୍ୟମନ୍ତ୍ରୀ ଗୁରୁବାର ଉଦ୍‌ଘାଟନ କରିଥିବା ବେଳେ କାଳିବେଟି ନିକଟରେ ନୂତନ ଶିଳ୍ପ ପାର୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା କଳାକାରଙ୍କ ଭତ୍ତା

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି । ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦…

ଦୁବାଇର ଶାସକ, ୟୁଏଇ ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଦୁବାଇର ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଏବଂ ଶାସକ ଶେଖ୍ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୁମଙ୍କୁ ଭେଟିଥିଲେ । ଉଭୟ ନେତା ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରଯୁକ୍ତିବିଦ୍ୟା, ମହାକାଶ, ଶିକ୍ଷା ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ସମେତ…

ଆଜିର ରାଶିଫଳ

ମେଷ: କର୍ମକ୍ଷେତ୍ରରେ ଶୁଭଖବର ମିଳିବ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଶୁଭଫଳ ମିଳିବ ଓ ଅର୍ଥପ୍ରାପ୍ତି ହେବ । ବୃଷ :ବ୍ୟବସାୟରେ ଲାଭ ମିଳିବ ଓ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ।…