Browsing Tag

#metro tv

ସୀତା ସିାଗାରେଟ ଟାଣିବା ପରେ ପୁଣେ ବିଶ୍ୱବିଦ୍ୟାଳୟର ପ୍ରଫେସର ଓ ୫ ଛାତ୍ର ଗିରଫ

ସୀତା ସିାଗାରେଟ ଟାଣିବା ପରେ ପୁଣେ ବିଶ୍ୱବିଦ୍ୟାଳୟର ପ୍ରଫେସର ଓ ୫ ଛାତ୍ର ଗିରଫ  । ସାମ୍ନାକୁ ଆସିଥିବା ଭିଡିଓରେ ଦେଖିବାକୁ ମିଳୁଛି ଯେ ଷ୍ଟେଜ ଉପରେ ଜଣେ ପୁରୁଷ କଳାକାର ମା’ ସୀତାଙ୍କ ଭୂମିକାରେ ରହିଛନ୍ତି। ସେ ସିଗାରେଟ ଟାଣିବା ସହ ବିଭିନ୍ନ ପ୍ରକାରର ଅସଭ୍ୟ ଭାଷା ପ୍ରୟୋଗ କରୁଛନ୍ତି।…

୪,୧୯,୩୯୫ ୟୁନିଟ୍‌ ଯାନ ବିକ୍ରି

ଚଳିତ ବର୍ଷ ଜାନୁଆରୀରେ ହୋଣ୍ଡା କମ୍ପାନୀ ମୋଟ ୪,୧୯,୩୯୫ ୟୁନିଟ୍‌ ଯାନ ବିକ୍ରି କରିଛିଲ ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ୨୦୨୪ ଜାନୁଆରୀ ମାସର ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷ ଜାନୁଆରୀରେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ…

ଜମି ବିବାଦରୁ ବଡ଼ ହତ୍ୟାକାଣ୍ଡ, ଗୋଟିଏ ପରିବାରର ୩ ମୃତ

ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି। ଲକ୍ଷ୍ନୌର ମଲିହାବାଦ ଗ୍ରାମାଞ୍ଚଳରେ ଶୁକ୍ରବାର ଏକ ଗୁଳିକାଣ୍ଡ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଜମି ମାପିବା ସମୟରେ ଗୁଳି ମାଡ଼ ହୋଇଥିଲା, ଯେଉଁଥିରେ ଦମ୍ପତି ଓ ତାଙ୍କ…

ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର…

କୁଆଡ଼େ ଗଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଙ୍କୁ ଖୋଜୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍‌। ଦୁଇ ଦିନ ହେଲା ଇଡିର ଏକ ଟିମ୍‌ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଦିଲ୍ଲୀ ସ୍ଥିତ ଶାନ୍ତି ନିକେତନ ଘର ନିକଟରେ ଡେରା ପକାଇଛି ।  ତାଙ୍କ ଘରୁ ଅନେକ ଦସ୍ତାବିଜ ଜବତ ହୋଇଛି। ଇଡିର ଟିମ୍‌ ଏବେ…

ପ୍ରେମ ବିବାହ କରିଛନ୍ତି ବିଜେପି-ବିଜେଡି :ଖଡ଼ଗେ

ଭୁବନେଶ୍ବର: ପ୍ରେମ ବିବାହ କରିଛନ୍ତି ବିଜେପି-ବିଜେଡି । ଧନୀଙ୍କ ପାଇଁ କାମ କରୁଛନ୍ତି ବିଜେପି ଓ ବିଜେଡି  । ଆମେ ଗରିବଙ୍କ ସହ ଅଛୁ । ଓଡ଼ିଶା ଗସ୍ତରେ ଆସି କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶରେ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…

ରିଲ୍ସ ଦେଖିବାରେ ସମୟ ନଷ୍ଟ କର ନାହିଁ

ଆଗକୁ ଆସୁଛି ପରୀକ୍ଷା ଋତୁ । ଭବିଷ୍ୟତ ଗଢ଼ିବାର ସମୟ ।  ପରୀକ୍ଷା ପେ’ ଚର୍ଚ୍ଚା’ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଲାମାନଙ୍କୁ ଅନେକ କୌଶଳ ଶିଖାଇଥିଲେ। ସେ ପିଲାମାନଙ୍କୁ ଅନେକ କଥା କହିଥିଲେ । ଏହି ସମୟରେ ସେ ପିଲାମାନଙ୍କୁ ରିଲ୍ସ ଦେଖିବାରେ ସମୟ ନଷ୍ଟ ନକରିବାକୁ ପରାମର୍ଶ…

ଫେବୃଆରୀ ୨୭ ରେ ଦେଶର ୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ

ଖାଲି ହୋଇଛି ରାଜ୍ୟ ସଭା ଆସନ । ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।  ଫେବୃଆରୀ ୨୭ ରେ ଦେଶର ୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ଫେବୃଆରୀ…

ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ସମସ୍ତଙ୍କୁ ସମ୍ବୋଧିତ କରି ପରୀକ୍ଷା ସମ୍ପର୍କରେ ଆଲୋଚନା କରିବେ । କେନ୍ଦ୍ର ଶିକ୍ଷାମନ୍ତ୍ରୀ…