Browsing Tag

#metro tv

ପରଲୋକରେ ‘ଅବ୍‌ କି ବାର୍ ମୋଦୀ ସରକାର’ ସ୍ଲୋଗାନ ଲେଖିଥିବା ପିୟୁଷ ପାଣ୍ଡେ

ପରଲୋକରେ 'ଅବ୍‌ କି ବାର୍ ମୋଦୀ ସରକାର' ସ୍ଲୋଗାନ ଲେଖିଥିବା ପିୟୁଷ ପାଣ୍ଡେ। ଏହି ଖବର ଆସିବା ପରେ ଏବେ ଭାରତୀୟ ବିଜ୍ଞାପନ ଜଗତକୁ ଏକ ବଡ଼ ଝଟକା ଲାଗିଛି। ବିଜ୍ଞାପନ ଗୁରୁ ଭାବରେ ଜଣାଶୁଣା ପୀୟୁଷ ପାଣ୍ଡେଙ୍କର ୭୦ବର୍ଷ ବୟସରେ ମୁମ୍ବାଇରେ ପରଲୋକ ହୋଇଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ…

ଖୁବ ଶିଘ୍ରୀ ଆରମ୍ଭ ହେବ କେନ୍ଦ୍ର ସରକାରଙ୍କ ଭାରତ ଟ୍ୟାକ୍ସି ନାମକ କ୍ୟାବ୍ ସେବା

ଆଜିକାଲି ଯୁଗରେ କ୍ୟାବ୍‌ ଉପରେ ପ୍ରାୟ ଅଧିକାଂଶ ଲୋକ ନିର୍ଭରଶୀଳ। ତାହାର ଭର୍‌ପୂର୍‌ ଫାଇଦା ଉଠାଉଛନ୍ତି କ୍ୟାବ ଚାଳକ। ପ୍ରତିଦିନ ଓଲା-ଉବର ଟ୍ୟାକ୍ସି ସେବାକୁ ନେଇ ବିଭିନ୍ନ ଅଭିଯୋଗ ଆସୁଛି। ଅପରିଷ୍କାର କାର, ମନମୁଖୀ ଭଡ଼ା ଏବଂ ଯାତ୍ରା ବାତିଲକରଣ ଆଦି ଅନେକ ସମସ୍ୟାର ସାମ୍ନା କରୁଛନ୍ତି…

“ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାର ନିର୍ବାଚନ ପରିପ୍ରେକ୍ଷୀରେ ସମସ୍ତିପୁରରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି | ଏହି ନିର୍ବାଚନୀ ସଭାରେ ସେ ଲାଲୁ ଯାଦବଙ୍କ ପରିବାର ଉପରେ କଟାକ୍ଷ କରିଥିଲେ। ସେ କହିଥିଲେ ଯେ ଏହି ଲୋକମାନେ ଜାମିନରେ ଅଛନ୍ତି। ଆଜି ପ୍ରଧାନମନ୍ତ୍ରୀ ମୋଦୀ…

ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ

ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି ବିଜେଡି ଅଭିଯୋଗ କରିଛି।…

ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ରାଜ୍ୟରେ ଏବେ ଏବେ ଏକ ଲଘୁଚାପର ପ୍ରକୋପ କମିଥିବା ବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ମୁଣ୍ଡ ଟେକିଲାଣି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ…

ଆଇସିସି ମହିଳା ଦିନିକିଆ ବିଶ୍ବକପ୍‌ – ସେମିଫାଇନାଲ୍‌ରେ ଭାରତ

ଚଳିତ ଆଇସିସି ମହିଳା ଦିନିକିଆ ବିଶ୍ବକପ୍‌ରେ ଗୁରୁବାର ନ୍ୟୁଜିଲାଣ୍ଡ୍‌କୁ ୫୩ ରନ୍‌ (ଡିଏଲ୍‌ଏସ୍‌)ରେ ପରାସ୍ତ କରି ଭାରତ ସେମିଫାଇନାଲ୍‌ରେ ପହଞ୍ଚିଯାଇଛି। ବର୍ଷାବାଧାପ୍ରାପ୍ତ ମ୍ୟାଚ୍‌ରେ ଭାରତ ୩୪୦ ରନ୍‌ କରିଥିଲା। ବର୍ଷା କାରଣରୁ କିନ୍ତୁ ନ୍ୟୁଜିଲାଣ୍ଡ୍ ସମ୍ମୁଖରେ ୪୪ ଓଭରରୁ ୩୨୫ ରନ୍‌…

ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ

ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲାସ୍ଥିତ ଚିନ୍ନାଟେକୁର ନିକଟରେ ଶୁକ୍ରବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହାଇଦ୍ରାବାଦରୁ ବେଙ୍ଗାଲୁରୁ…

ଆଜିର ରାଶିଫଳ

ମେଷ: ଆପଣଙ୍କ କାମରେ କୌଣସି ବନ୍ଧୁ ସାହାଯ୍ୟ କରିବେ। ଜୀବନସାଥୀ ସହ ସମ୍ବନ୍ଧରେ ମଧୁରତା ବଢ଼ିବ। ସ୍କୁଲ ଶିକ୍ଷକ ନିଜ କାମରେ ଖୁସି ରହିବେ। ସଡ଼କର ଦୁଇ ଦିଗକୁ ଦେଖି ପାର ହୁଅନ୍ତୁ। ବୃଷ: ପରବାରର ସମସ୍ତ ଲୋକଙ୍କୁ ଆନନ୍ଦ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ହେବ। ଆପଣଙ୍କ…

“କ୍ୟୁଙ୍କି ସାସ୍ ଭି କଭି ବହୁ ଥି ୨” ରେ ନଜର ଆସିବେ ବିଲ୍ ଗେଟ୍ସ

ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ଏବଂ ବିଶ୍ୱର ସବୁଠାରୁ ପ୍ରଭାବଶାଳୀ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବିଲ୍ ଗେଟ୍ସ। କିଛିଦିନ ହେବ ବିଲ୍ ଗେଟ୍ସ ଛୋଟପରଦାରେ ନଜର ଆସିବା ଖବର ସାମ୍ନାକୁ ଆସିବା ପରେ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଭରି ଯାଇଛି। ସ୍ମୃତି ଇରାନୀଙ୍କ ସୋ’…

ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ। ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନିର ପୁଞ୍ଜି ବିନିଯୋଗ ଜରିଆରେ ଓଡ଼ିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ। ଶିଳ୍ପ ଓ…