ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍ପିଟାଲ୍ରେ ହେଲା ଏକୋଇଶିଆ
ସମ୍ବଲପୁର : ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି। ଡାକ୍ତରଖାନା ପକ୍ଷରୁ ତା’ର ଏକୋଇଶିଆ ପାଳନ କରାଯାଇଥିଲା। ଏଥିରେ…