Browsing Tag

#metro tv

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ

କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ  ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି । ଶ୍ରୀ ମୁଣ୍ଡା ଏହି ଅବସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର…

ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ହେଲେ ଅଜୟ କୁମାର

ନୂଆଦିଲ୍ଲୀ: କଂଗ୍ରେସ ପକ୍ଷରୁ ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳକୁ ନେଇ ଜାତୀୟ ରାଜନୀତିରେ ଚର୍ଚା ଜୋର ଧରିଛି । ବିଶେଷ କରି ଉତ୍ତରପ୍ରଦେଶ ରାଜନୀତିରେ ଏହାର ମହତ୍ବ ରହିଛି । ଓଡ଼ିଶାରେ ମଧ୍ୟ ପରିବର୍ତ୍ତନକୁ ନେଇ ଦଳ ଆଶାବାଦୀ ରହିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ…

ବିବାଦ ପରେ ମୁହଁ ଖୋଲିଲେ କାମିଆ ଜାନି

ବିବାଦ ପରେ ରାଜନୀତି ଜୋର ଧରିଲା । ବିଜେଡି, ବିଜେପି, କଂଗ୍ରେସ ଏବେ କାମିଆ ଜାନିଙ୍କ ପ୍ରସଙ୍ଗକୁ ନେଇ ତର୍କ କରୁଛନ୍ତି । ଏହାପରେ ମୁହଁ ଖୋଲିଛନ୍ତି ୟୁଟ୍ୟୁବର କାମିଆ ଜାନି। ବିବାଦ ବଢ଼ିବାକୁ ନେଇ ସେ ସ୍ପଷ୍ଟ କରିଛନ୍ତି ଜଗନ୍ନାଥଙ୍କ ଦର୍ଶନ କରିବା ପାଇଁ ସେ ଓଡ଼ିଶା ଆସିଥିଲେ । ତାଙ୍କ କାମ…

ପଦ୍ମଶ୍ରୀ ପୁରସ୍କାର ଫେରାଇବାକୁ ନିଷ୍ପତ୍ତି ନେଲେ ପୁନିଆ

ନୂଆଦିଲ୍ଲୀ: ପଦ୍ମଶ୍ରୀ ପୁରସ୍କାର ଫେରାଇବାକୁ ନିଷ୍ପତ୍ତି ନେଲେ ପୁନିଆ । ଭାରତୀୟ କୁସ୍ତି ସଂଘ (ଡବଲ୍ୟୁଏଫ୍‌ଆଇ)ର ନିର୍ବାଚନ ପରେ ପଦ୍ମଶ୍ରୀ ପୁରସ୍କାର ଫେରସ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ | ବଜରଙ୍ଗ ପୁନିଆ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଲେଖିଥିବା…

ଟିକସ ବଂଟନ ଅତିରିକ୍ତ କିସ୍ତି ବାବଦରେ ଓଡିଶାକୁ ୩୩୦୩. ୬୯ କୋଟି ଟଙ୍କା

ଜ୍ୟ ଗୁଡ଼ିକୁ ଟିକସ ବଂଟନ ଅତିରିକ୍ତ କିସ୍ତି ବାବଦରେ କେନ୍ଦ୍ର ସରକାର ୭୨,୯୬୧.୨୧ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଆଜି ପ୍ରଦାନ କରାଯାଇଥିବା କିସ୍ତି ୧୦ ଜାନୁଆରୀ ୨୦୨୪ରେ ରାଜ୍ୟ ମାନଙ୍କୁ ବକେୟା ଟିକସ ବଣ୍ଟନ ଏବଂ ୧୧ ଡିସେମ୍ବର ୨୦୨୩ରେ ପ୍ରଦାନ କରାଯାଇଥିବା ୭୨,୯୬୧.୨୧ କୋଟି ଟଙ୍କାର…

ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ : ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁକ୍ରବାର ଯୋରନ୍ଦାଠାରେ ଏହି…

ଅନୁଭବ ମହାନ୍ତି-ବର୍ଷା ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ

କଟକ :  ଅଭିନେତା  ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଛେଦ ମାମଲା।  ହାଇକୋର୍ଟ ଅନୁଭବଙ୍କ ଆବେଦନକୁ ଗ୍ରହଣ କରି ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି । ପୂର୍ବରୁ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଥିଲେ ପରିବାର ଅଦାଲତ । ପରିବାର ଅଦାଲତ ରାୟକୁ ଚ୍ୟାଲେଞ୍ଜ କରି…

ମଝି ଚିଲିକାରୁ ଉଦ୍ଧାର ହେଲେ ସମସ୍ତ ୬୦ ଡଙ୍ଗା ଯାତ୍ରୀ

ଚିଲିକା ମଝିରେ ଫସିଥିବା ଯାତ୍ରୀବାହୀ ଡଙ୍ଗାରୁ ଉଦ୍ଧାର ହେଲେ ସମସ୍ତ ଯାତ୍ରୀ। ସାତପଡ଼ା ଚିଲିକାରେ ଆଜି ଦିନ ପ୍ରାୟ ୧ଟା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଫସି ଯାଇଥିଲା ଡଙ୍ଗା। ତେବେ ଅଳ୍ପକେ ବର୍ତ୍ତିଗଲେ ୬୦ ଯାତ୍ରୀ । ଡଙ୍ଗାରେ ୬୦ ଯାତ୍ରୀ ଓ ୩୦ରୁ ଉର୍ଦ୍ଧ୍ବ ବାଇକ୍ ଥିଲା। ଡଙ୍ଗାଟି…

ଲୋକସଭାରେ ମୋଦି ସରକାରଙ୍କ ୩ ବିଲକୁ ସମର୍ଥନ ଦେଲା ବିଜେଡି

ଲୋକସଭାରେ ମୋଦି ସରକାରଙ୍କ ୩ ବିଲକୁ ସମର୍ଥନ ଦେଲା ବିଜେଡି । ଲୋକସଭାରେ ନରେନ୍ଦ୍ର ମୋଦି ସରକାରଙ୍କ ୩ଟି ବିଲକୁ ସମର୍ଥନ ଦେବାକୁ ନେଇ କଂଗ୍ରେସ ବିଜେଡିକୁ କଟାକ୍ଷ କରିଛି। ଅପରାଧ ଆଇନ ସହ ଜଡ଼ିତ ଏହି ବିଲଗୁଡ଼ିକ ସପକ୍ଷରେ ବିଜେଡି  ଲୋକସଭାରେ ଯୁକ୍ତି ଉପସ୍ଥାପନ କରିଥିଲା। ଲୋକସଭାରେ ଭାରତୀୟ…

ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷିତ ହେଲେ ଟ୍ରମ୍ଫ

କ୍ୟାପିଟାଲ ହିଂସା ମାମଲାରେ ଆମେରିକାର ସମ୍ବିଧାନ ଅନୁଯାୟୀ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି । ହ୍ବାଇଟ ହାଉସର ରେସ୍‌ ପାଇଁ ରିପବ୍ଲିକାନ ପାର୍ଟିର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଟ୍ରମ୍ପଙ୍କୁ ରାଷ୍ଟ୍ରପତିଙ୍କ ପାଇଁ ରାଜ୍ୟ ପ୍ରାଥମିକ ଭୋଟିଂରୁ କୋର୍ଟ ହଟାଇ…