Browsing Tag

#metro tv

ଆଜିର ରାଶିଫଳ

ମେଷ: କୌଣସି କାମରେ ଦୂର ସ୍ଥାନକୁ ଯିବେ। ଇଂଜିନିଅରଙ୍କ ଲାଗି ଦିନଟି ଭଲ। ଘରର ନୂଆ ଦାୟିତ୍ବ ସମ୍ଭାଳିବେ। ଜୀବନସାଥୀ ଆପଣଙ୍କୁ କିଛି ଉପହାର ଦେଇପାରନ୍ତି। ବୃଷ: ମାଆ ସହିତ କୌଣସି ବନ୍ଧୁ ଘରକୁ ଯାଇପାରନ୍ତି। ବହୁ ଦିନର ସ୍ବପ୍ନ ସାକାର ହେବ। ଆପଣଙ୍କ ସମ୍ମୁଖକୁ ଆୟର ନୂଆ ଉତ୍ସ ଆସିବ।…

ଟନେଲରେ ଫସିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟରେ ବାଧା: ଉଦ୍ଧାର କାର୍ଯ୍ୟ ବିଳମ୍ଭ ହେବ

ଉତ୍ତରକାଶୀ ଟନେଲରେ ଫସିଥିବା ଶ୍ରମିକଙ୍କ ଉଦ୍ଧାରକାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି ।  ଅଗର ମେସିନର ବ୍ଲେଡ ଭାଙ୍ଗିଯିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛିଟନେଲ ଭିତରେ ଥିବା ସବୁ ଶ୍ରମିକ ସୁସ୍ଥ ଥିଲେ ମଧ୍ୟ ମେସିନ ଖରାପ ହୋଇଯିବାରୁ ସେମାନଙ୍କୁ ଉଦ୍ଧାର କରାଯାଇପାରିନାହିଁ । …

ଆସୁଛନ୍ତି ରାଷ୍ଟ୍ରପତି: ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୁଣି ଓଡ଼ିଶା ଗସ୍ତରେ ଆସି ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ  । ରାଜଭବନରେ ରାତ୍ରିଯାପନ କରିବା ପରେ  ୨୭ ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…

କୋଚି ୟୁନିଭର୍ସିଟିରେ ମ୍ୟୁଜିକ୍ କନସର୍ଟ: ଦଳାଚକଟାରେ ୪ ଛାତ୍ରଙ୍କ ମୃତ୍ୟୁ

କୋଚି: କେରଳର କୋଚି ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିରେ ଆୟୋଜିତ ମ୍ୟୁଜିକ୍ କନସର୍ଟରେ ଦଳାଚକଟା ହୋଇ ୪ ଛାତ୍ରଙ୍କ ମୃତ୍ୟୁ । ଏକାଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଘଟଣା ସମ୍ପର୍କରେ ସୂଚନା ଦେଇ କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ କହିଛନ୍ତି, ନିଖିତା ଗାନ୍ଧୀଙ୍କ…

କ୍ୟାବିନେଟ୍ ବୈଠକ: ୧୨ ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ରେ ୧୨ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ୫ବର୍ଷ ଭିତରେ ଏହି ବହୁମୁଖୀ ପ୍ରକଳ୍ପ ନିର୍ମାଣ ହେବ। ଏଥିରେ ବିଦ୍ୟୁତ ଶକ୍ତି ଉତ୍ପାଦନ ସହିତ ରାସ୍ତା ସଂଯୋଗୀକରଣ ପାଇଁ ଲକ୍ଷ୍ୟ…

ଉତ୍ତରକାଶୀରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗ

ଉତ୍ତରାଖଣ୍ଡ ଉତ୍ତରକାଶୀର ସିଲ୍‌କ୍ୟାରାରୁ ଦାଣ୍ଡଲଗାଓଁ ପର୍ଯ୍ୟନ୍ତ ନିର୍ମାଣାଧୀନ ଏକ ସୁଡ଼ଙ୍ଗର ଏକ ଅଂଶ ଭୁଶୁଡ଼ି ପଡ଼ିବାରୁ ଅନେକ ଲୋକ ତା’ମଧ୍ୟରେ ଫସି ରହିଥିବା ଆଶଙ୍କା କରାଯାଉଛି। ସେଥିରେ ପାଞ୍ଚ ଜଣ ଓଡ଼ିଆ ଶ୍ରମିକ ମଧ୍ୟ ରହିଥିବା କୁହାଯାଉଛି । ଉତ୍ତରକାଶୀ ଜିଲ୍ଲା ନିୟନ୍ତ୍ରଣ କକ୍ଷରୁ…

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ  । ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଦେଉଛନ୍ତି ତାଙ୍କ ଶୁଭଚିନ୍ତକ । ଆଜି ୭୮ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସେବା କରିବାର ୨୬ ବର୍ଷ ଅତିକ୍ରମ କରିଥିବା…

ଇଂଲଣ୍ଡକୁ ହରାଇଲା ଆଫଗାନିସ୍ତାନ

ଦିନିକିଆ ବିଶ୍ବକପ କ୍ରିକେଟରେ ବଡ଼ ବିପର୍ଯ୍ୟୟ । ଡିଫେଣ୍ଡିଂ ଚାମ୍ପିଅନକୁ ହରାଇଲା ଆଫଗାନିସ୍ତାନ ।  ଇଂଲଣ୍ଡ ବିପକ୍ଷ ମୁକାବିଲାକୁ ୬୯ ରନରେ ଜିତି ଚଳିତ ବିଶ୍ବକପରେ ପ୍ରଥମ ବିଜୟ ହାସଲ କରିଛି ଆଫଗାନିସ୍ତାନ । ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୨୮୪ରନର ବଡ଼ ସ୍କୋର କରି ଅଲଆଉଟ…

ଖୁଚୁରା ବ୍ୟବସାୟୀ ମାନଙ୍କୁ ମିଳିବ ସୁପର ପାୱାର ରିଟେଲର ମାନ୍ୟତା, ଦିଆଯିବ ୧୪ ଘଣ୍ଟାର ପ୍ରଶିକ୍ଷଣ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଠାରେ କୋକା-କୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମ(ଏନଏସଡିସି)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ଖୁଚୁରା ବ୍ୟବସାୟୀ ତାଲିମ’ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି ।ଏହି…

ଚତୁର୍ଥ ପର୍ଯ୍ୟାୟରେ ଭାରତ ଫେରିଲେ ୨୭୪

ନୂୂଆଦିଲ୍ଲୀ: ଯୁଦ୍ଧ ବିଭୀଷିକାରେ ଇସ୍ରାଏଲରେ ଫସି ରହିଛନ୍ତି ୧୮ ହଜାର ଭାରତୀୟ । ଭାରତୀୟଙ୍କୁ ସୁରକ୍ଷିତ ଯୁଦ୍ଧଭୁମିରୁ ଉଦ୍ଧାର କରି ସ୍ବଦେଶ ଫେରାଇ ଆଣିବାକୁ ଚାଲିଛି ଅପରେସନ ଅଜୟ । ଏହି କ୍ରମରେ ଚତୁର୍ଥ ପର୍ଯ୍ୟାୟରେ ଫେରିଛନ୍ତି ୨୭୪ ଭାରତୀୟ । ଭାରତୀୟ ବାୟୁସେନା ଯୁଦ୍ଧକାଳୀନ ଭିତ୍ତିରେ…