Browsing Tag

#metro tv

ବିଶ୍ବକପରେ ଆଜି ଭାରତ, ପାକିସ୍ତାନ ମ୍ୟାଚ୍

ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମର ମୈଦାନ ପ୍ରସ୍ତୁତ  । ଭାରତ-ପାକିସ୍ତାନ ଖେଳାଳିମାନେ ପ୍ରସ୍ତୁତ । ଆଉ କିଛି ଘଣ୍ଟା ପରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ମ୍ୟାଚ ।  ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପାକିସ୍ତାନ ଅଧିନାୟକ ବାବର ଆଜାମ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ…

ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ

ଆଜି ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ଭୁବନେଶ୍ବର, ପୁରୀରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଶ୍ରାଦ୍ଧ ପାଇଁ ଲୋକେ ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ଶ୍ରଦ୍ଧାଳୁ ପିତୃପୁରୁଷଙ୍କୁ ଆବାହନ କରି ପିଣ୍ଡ…

ଦକ୍ଷତା ବିକାଶକୁ ଅଧିକ ଆକାଂକ୍ଷୀ କରିବାକୁ ହେବ

ନୂଆଦିଲ୍ଲୀ: ଦେଶ ପାଖରେ ଥିବା ସମ୍ବଳର ଉପଯୋଗ କରିବା ପାଇଁ ଯୁବ ଶକ୍ତି ଭଳି ଗୁରୁତ୍ତ୍ୱପୂର୍ଣ୍ଣ ଶକ୍ତିର ଆବଶ୍ୟକତା ରହିଛି । ଏହି ଯୁବଶକ୍ତି ଯେତେ ସଶକ୍ତ ହେବ ଦେଶର ବିକାଶ ସେତେ ଅଧିକ ହେବ ବୋଲି  ‘କୌଶଳ ଦୀକ୍ଷାନ୍ତ ସମାରୋହ-୨୦୨୩’ରେ ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ଉଦବୋଧନ ଦେଇଛନ୍ତି…

ଏକ ବିଭାଜିତ ବିଶ୍ୱ ମାନବତା ସମ୍ମୁଖୀନ ହେଉଥିବା ପ୍ରମୁଖ ଆହ୍ୱାନ ଗୁଡିକର ସମାଧାନ ଦେଇ ପାରିବ ନାହିଁ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ନୂଆଦିଲ୍ଲୀର ଯଶୋଭୂମି ଠାରେ ନବମ ଜି - ୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି ୨୦) କୁ ଉଦ୍‌ଘାଟନ କରିଛନ୍ତି । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ' ଶୀର୍ଷକକୁ ନେଇ ଜି - ୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚାରେ…

ବେଦବ୍ୟାସ ପୀଠ ପାଇଁ ପୁଣି ୧୪କୋଟି ୫୦ଲକ୍ଷ ଟଙ୍କା ଅନୁମୋଦନ

ରାଉରକେଲା : ବେଦବ୍ୟାସ ମନ୍ଦିରର ଉନ୍ନତିକରଣ ପାଇଁ ଅନୁମୋଦିତ ହୋଇଛି ଆଉ ୧୪ କୋଟି ୫୦ ଲକ୍ଷ ଟଙ୍କା । ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ଅର୍ଥରାଶି ଦେଇଥିବାରୁ ଖୁସି ପ୍ରକାଶ କରିଛନ୍ତି ଅଞ୍ଚଳବାସୀ  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଗତ ଜାନୁଆରୀ…

‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ

ଭୁବନେଶ୍ୱର :‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ । ‘ମୋ ସ୍କୁଲ’ ଅଭିଯାନ ଅଧୀନରେ ବିଦ୍ୟାଳୟର ଉନ୍ନତି ପାଇଁ କରାଯାଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ସ୍ୱଚ୍ଛତା ବଜାୟ ରଖିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ସାମାଜିକ…

ସଘନ ମିଶନ ଇନ୍ଦ୍ରଧନୁଷ : ୫.୦୬ କୋଟି ଶିଶୁ ଓ ୧.୨୫ କୋଟି ଗର୍ଭବତୀ ମହିଳାଙ୍କୁ ଟିକା ଦିଆଯାଇଛି

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ପ୍ରମୁଖ ନିୟମିତ ଟିକାକରଣ ଅଭିଯାନ ସଘନ ମିଶନ ଇନ୍ଦ୍ରଧନୁଷ (ଆଇଏମଆଇ ୫.୦) ଅଭିଯାନ ଅକ୍ଟୋବର ୧୪, ୨୦୨୩ରେ ଏହାର ସମସ୍ତ ତିନୋଟି ପର୍ଯ୍ୟାୟ ଶେଷ କରିବ । ଯେପରି ସାରା ଦେଶରେ ଟିକାକରଣରୁ ବଞ୍ଚିତ ହୋଇଥିବା  ଶିଶୁ ଏବଂ…

ଆଜି ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦)କୁ ଉଦଘାଟନ କରିବେ । ଏହି ପି-୨୦ ଶିଖର ସମ୍ମିଳନୀରେ ବିଷୟବସ୍ତୁଗତ ଅଧିବେଶନରେ ନିମ୍ନଲିଖିତ ଚାରିଟି ବିଷୟ ଉପରେ ଧ୍ୟାନ ଦିଆଯିବ -…

ଆନ୍ତର୍ଜାତୀୟ ଅଲମ୍ପିକ୍ ସମିତି ର 141ତମ ଅଧିବେଶନ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ 14 ଅକ୍ଟୋବର 2023 ରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ 141 ତମ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଅଧିବେଶନର ଉଦଘାଟନ କରିବେ। ଆଇଓସି ଅଧିବେଶନ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ର ସଦସ୍ୟମାନଙ୍କର ଏକ ପ୍ରମୁଖ ବୈଠକ ଭାବରେ କାର୍ଯ୍ୟ…

ବେଗୁନିଆରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲ : ବୋଲଗଡ ବାସିନ୍ଦା କୃତଜ୍ଞତା ଜଣାଇଲେ

ବେଗୁନିଆରେ ନିର୍ମାଣ ହେବ ୧୦୦ଶଯ୍ୟା ବିଶିଷ୍ଟ ଉପଖଣ୍ଡ ସ୍ତରୀୟ ମେଡିକାଲ୍। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବେଗୁନିଆରେ ଖୁସିର ଲହରୀ ଖେଳିଯାଇଛି  ।  ବିଧାୟକ ନେତୃତ୍ବରେ ମୁଖ୍ୟମନ୍ତ୍ରୀ ଓ 5T ସଚିବଙ୍କୁ ଭେଟି କୃତଜ୍ଞତା…