Browsing Tag

#metro tv

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ସେଫ୍‌ ବିକାଶ ଖାନ୍ନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା । ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନ୍ୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ…

ଫିଡେ ବିଶ୍ବକପ୍‌ ଫାଇନାଲ୍‌ରେ ଟ୍ରାଇ- ବ୍ରେକ୍ ରେ ପ୍ରଜ୍ଞାନନ୍ଦଙ୍କୁ ପରାସ୍ତ କଲେ କାର୍ଲସନ୍

ବିଶ୍ୱର ନମ୍ବର ୱାନ ଚେସ ଖେଳାଳି ମାଗ୍ନସ କାର୍ଲସେନଙ୍କୁ ଫିଡେ ବିଶ୍ୱକପ୍‌ ଚେସ୍‌ ଟୁର୍ଣ୍ଣାମେଣ୍ଟର ଫାଇନାଲରେ କଡ଼ା ଟକ୍କର ଦେଇ ହାରି ଯାଇଛନ୍ତି ଭାରତର ଆର ପ୍ରଜ୍ଞାନନ୍ଦ।  କାର୍ଲସନ ଟ୍ରାଏ ବ୍ରେକ୍‌ରେ ୧୮ ବର୍ଷୀୟ ପ୍ରଜ୍ଞାନନ୍ଦଙ୍କୁ ହରାଇ ଦେଇଛନ୍ତି। ପ୍ରଜ୍ଞାନନ୍ଦ ମ୍ୟାଚ୍‌ ହାରି…

କାର୍ ମାଡ଼ିଯିବାରୁ ୨ କାଉଡ଼ିଆଙ୍କ ମୃତ୍ୟୁ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ନିକଟ ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍। ଦୁଇ ମୃତ,୧୩ ଆହତ ହୋଇଛନ୍ତି । ଆହତ ଓ ମୃତକମାନେ ବୁଗୁଡ଼ା ବ୍ଳକ ଅରଖପୁର ଗ୍ରାମର। ଦୁଇ ମୃତକଙ୍କ ମଧ୍ୟରେ ଜଣେ…

ମା‌ଲେସିଆକୁ ୪-୩ରେ ହରାଇଲା

ଚେନ୍ନାଇ:  ଭାରତ ଚତୁର୍ଥ ଥର ଲାଗି ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ବିଜେତା ହୋଇଛି। ଭାରତୀୟ ଦଳର ଏହି ଐତିହାସିକ ବିଜୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଅନେକ ବିଶିଷ୍ଠ ବ୍ୟକ୍ତିମାନେ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ଦଳର ଖେଳାଳିଙ୍କୁ ୩ ଲକ୍ଷ ଟଙ୍କା ଏବଂ…

ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ଭାରତ ଓ୍ବେଷ୍ଟଇଣ୍ଡିଜକୁ ଚତୁର୍ଥ ଟି-୨୦ରେ ପରାସ୍ତ କରିଛି । ଶୁଭମନ ଗିଲ ଏବଂ ଜସସ୍ବୀ ଜୟସ୍ବାଲଙ୍କ ଦମଦାର ବ୍ୟାଟିଂ ବଳରେ ଦଳର ବିଜୟ ହୋଇଛି ।  ୧୭୯ର ବିଜୟ ଲକ୍ଷ୍ୟ ରହିଥିବାବେଳେ ଗିଲ୍ ୭୭ ଏବଂ ଜୟସ୍ବାଲ ୮୪ ରନ କରି ଅପରାଜିତ ରହିଥିଲେ । ଲଢ଼ୁଆ ବ୍ୟାଟିଂ ସହ ଜୟସ୍ବାଲ ମ୍ୟାଚର ଶ୍ରେଷ୍ଠ…

ଚନ୍ଦ୍ରକୁ ଲୁନା-୨୫ ଉତ୍‌‌କ୍ଷେପଣ କଲା ରୁଷ୍‌

ମସ୍କୋ: ଋଷ ପୁଣି ଚନ୍ଦ୍ରକୁ ତାର ମହାକାଶ ଯାନ ଜୟଯାତ୍ରା ଆରମ୍ଭ କରିଛି । କିଛି ଦଶନ୍ଧି ନିରବ ରହିବା ପରେ ପୁଣି ଚନ୍ଦ୍ର ମିଶନ ଆରମ୍ଭ କରିଛି ଋଷ । ଚନ୍ଦ୍ରପୃଷ୍ଠକୁ ଦୀର୍ଘ ୪୭ ବର୍ଷ ପରେ ରୁଷ୍‌ ପୁଣି ମହାକାଶ ଯାନ ପ୍ରେରଣ କରିଛି। ଭୋଷ୍ଟୋଚିନି କସମୋଡ୍ରମରୁ ମହାକାଶ ଯାନ ସୋୟୁଜ ୨.୧…

ପୁଣି ଧାରଣାରେ ଦୀପିକା

ବ୍ରହ୍ମପୁର: ନିଜର ହକ ପାଇଁ  କେ. ଦୀପିକା ପୁଣିଥରେ ଦେଶୀବେହେରା ସାହିସ୍ଥିତ କେ. ଦିନେଶଙ୍କ ଘର ବାରଣ୍ଡାରେ ଧାରଣା ଆରମ୍ଭ କରିଛନ୍ତି। ଜନ୍ମିତ ପୁଅକୁ ବାପାର ଅଧିକାର ଏବଂ ତାଙ୍କୁ ପତ୍ନୀର ମାନ୍ୟତା ଦାବି କରି ଦୀପିକା ଏହି ଧାରଣା ଦେଇଥିବା କହିଛନ୍ତି। ଗତ ୩ଦିନ ଧରି ସେ ଦିନେଶଙ୍କ ଘର…

ଆଜି ବିଶ୍ବହାତୀ ଦିବସ: ହାତୀ ସୁରକ୍ଷା ଚିନ୍ତା

ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପ୍ରତି ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨ ତାରିଖକୁ ‘ବିଶ୍ବ ହସ୍ତୀ ଦିବସ ଭାବେ’ ପାଳନ କରାଯାଉଛି। ଏହିଦିନ ହାତୀଙ୍କ ସୁରକ୍ଷା ଲାଗି ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଏ। ୨୦୧୨ରୁ ଏହି ଦିବସ ପାଳନ ଆରମ୍ଭ ହୋଇଛି। ରିପୋର୍ଟ…

ୱାନ୍‌-ଡେ କପ୍‌ରେ ପୃଥ୍ବୀଙ୍କ ଦ୍ବି ଶତକ

ନର୍ଥହାମ୍ପଟନ: ଇଂଲଣ୍ଡର ପ୍ରଥମ ଶ୍ରେଣୀ କ୍ରିକେଟ ଓ୍ବାନ ଡେ କପ୍‌ରେ ନର୍ଥହାମ୍ପଟନସାୟାର ପକ୍ଷରୁ ଖେଳୁଥିବା ଭାରତୀୟ ବ୍ୟାଟର୍‌ ପୃଥ୍ବୀ ସ’ ବୁଧବାର ନୂଆ କୀର୍ତ୍ତିମାନ କରିଛନ୍ତି। ନର୍ଥହାମ୍ପଟନ୍‌ର କାଉଣ୍ଟି ଗ୍ରାଉଣ୍ଡରେ ସମରସେଟ୍‌ ବିପକ୍ଷରେ ୨୩ ବର୍ଷୀୟ ପୃଥ୍ବୀ ୨୪୮ ରନ କରିଛନ୍ତି । …

ଉପକୂଳ ଜଳଚାଷ ପ୍ରାଧିକରଣ ବିଧେୟକ, ୨୦୨୩ ସଂସଦର ଉଭୟ ସଦନରେ ଅନୁମୋଦନ

ଉପକୂଳ ଜଳଚାଷ ପ୍ରାଧିକରଣ (ସଂଶୋଧନ) ବିଧେୟକ, ୨୦୨୩ ସଂସଦର ଉଭୟ ସଦନରେ ଅନୁମୋଦନ ଲାଭ କରିଛି । ଉପକୂଳ ଜଳଚାଷ ଏବଂ ଏହା ସହିତ ଜଡିତ କାର୍ଯ୍ୟକଳାପ ସିଆରଜେଡ୍ ମଧ୍ୟରେ ଅନୁମତିପ୍ରାପ୍ତ କାର୍ଯ୍ୟକଳାପ ବୋଲି ସରକାର ଦୋହରାଇଛନ୍ତି । ସଂଶୋଧିତ ବିଲରେ ବ୍ୟବସ୍ଥା କରାଯାଇଛି ଯେ ଉପକୂଳ ଜଳଚାଷ…