Browsing Tag

#metro tv

ୱେଷ୍ଟଇଣ୍ଡିଜ୍ ବିପକ୍ଷ ‌ଟ୍ବେଣ୍ଟି-୨୦ରେ ଭାରତ ପରାସ୍ତ

ତରୌବା: ଭାରତ ବିପକ୍ଷ ପ୍ରଥମ ଟ୍ବେଣ୍ଟି-୨୦ରେ ୱେଷ୍ଟଇଣ୍ଡିଜ୍ ୪ ରନ୍‌ରେ ବିଜୟୀ ହୋଇଛି। ଭାରତ ସମ୍ମୁଖରେ ୧୫୦ ରନ୍‌ ବିଜୟ ଲକ୍ଷ୍ୟ ରହିଥିବା ବେଳେ ହାର୍ଦିକ ପାଣ୍ଡ୍ୟାଙ୍କ ଦଳ ୧୪୫ ରନ୍‌ରେ ସୀମିତ ରହିଥିଲା। ୧୫୦ ରନ୍‌କୁ ପିଛା କରି ଭାରତ ଦୁଇ ପ୍ରାରମ୍ଭିକ ବ୍ୟାଟର୍‌ ଶୁବମନ ଗିଲ୍‌ ୩ ଓ…

ଦିଲ୍ଲୀ ଅଧ୍ୟାଦେଶ ବିଲ୍‌ ଲୋକସଭାରେ ଗୃହୀତ

ନୂଆଦିଲ୍ଲୀ:ଦିଲ୍ଲୀ ଅଧ୍ୟାଦେଶ ବିଲ୍‌ ଲୋକସଭାରେ ଗୃହୀତ ହୋଇଛି ।  ଦିଲ୍ଲୀରେ ଅଧିକାରୀଙ୍କ ବଦଳି ଏବଂ ନିଯୁକ୍ତି  ଅଧ୍ୟାଦେଶକୁ ଆଇନରେ ପରିଣତ କରିବାପାଇଁ ଅଣାଯାଇଥିବା ବିଲ୍‌ ଲୋକସଭାରେ ବାଚନିକ ଭୋଟ୍‌ରେ ଗୃହୀତ ହୋଇଯାଇଛି। ବିଲ୍‌ର ପ୍ରାବଧାନ ଅନୁଯାୟୀ ଉପରାଜ୍ୟପାଳ ହିଁ ଦିଲ୍ଲୀରେ…

ଆଜିର ରାଶିଫଳ

ମେଷ ଆଜି ସଭାସମିତିରେ ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ସମସ୍ୟା ଆସିବ। କିନ୍ତୁ, ଅ-ନାମାକ୍ଷର ବ୍ୟକ୍ତି ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଏକାଧିକ କାମ…

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ % ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଦିଲ୍ଲୀ ସେବା ବିଲକୁ ବିଜେଡିର ସଂସଦରେ ସମର୍ଥନ

ଭୁବନେଶ୍ବର: ଦିଲ୍ଲୀ ସେବା ବିଲକୁ ବିଜେଡିର ସମର୍ଥନ । ପାର୍ଲାମେଣ୍ଟରେ ନିଜର ଆଭିମୁଖ୍ୟକୁ ସ୍ପଷ୍ଟ କଲା ବିଜେଡି । ଆଜି ପୁରୀ ସାଂସଦ ପିନାକି ମିଶ୍ର ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି । ଓ୍ବାଇଏସଆର କଂଗ୍ରେସ୍ ପରେ ଏନଡିଏକୁ ବିଜେଡିର ସମର୍ଥନ ନେଇ ଚର୍ଚ୍ଚା ହେଉଛି । ସମଦୂରତା କଥା ମଧ୍ୟ ସ୍ପଷ୍ଟ…

ନଦୀରେ ବଢୁଛି ପାଣି: ବନ୍ୟା ଆଶଙ୍କା

ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ଲଗାଣ ବର୍ଷା ପାଇଁ ଏବେ ଚାରିଆଡ଼େ ପାଣି । ପଶ୍ଚିମ ଓଡ଼ିଶା, ଉପକୂଳ ଓଡ଼ିଶାରେ ଆଜି ବି ପ୍ରବଳ ବର୍ଷା ହେବ । ତେଣୁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସକୁ ନିର୍ଦ୍ଦେଶ ରହିଛି । ଏଥିପାଇଁ ୧୦ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।…

ବିଦେଶୀ ନାଗରିକଙ୍କ ପାଇଁ ଆୟୁଷ ଭିସା

ଭାରତୀୟ ଚିକିତ୍ସା ପ୍ରଣାଳୀ ଅଧୀନରେ ଚିକିତ୍ସା ପାଇଁ ବିଦେଶୀ ନାଗରିକଙ୍କ ନିମନ୍ତେ ଆୟୁଷ (ଏୱାଇ) ଭିସା ପ୍ରସ୍ତୁତ କରାଯିବା ସମ୍ପର୍କରେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆୟୁଷ ଭିସାର ପ୍ରବର୍ତ୍ତନ ଆୟୁଷ ଚିକିତ୍ସା ପ୍ରଣାଳୀ / ଚିକିତ୍ସା ସମ୍ପର୍କିତ…

ରାଶିଫଳ

ମେଷ : ଅତ୍ୟନ୍ତ ସାବଧାନପୂର୍ବକ ଆଜିର ଦିନ କାଟିବାକୁ ଉପଦେଶ। ଥଣ୍ଡା, କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପରିବାରରେ କିଛି ମନମାଳିନ୍ୟ ହୋଇପାରେ। ଧର୍ମ କରିବାରେ ଧନ ଖର୍ଚ୍ଚ ପରି ପରିସ୍ଥିତି ହୋଇପାରେ। ସେଥିପାଇଁ ସମ୍ଭାଳିକରି ରୁହନ୍ତୁ। ମାନସିକ ଅସୁସ୍ଥତା ଅନୁଭବ…

ଅର୍ଚ୍ଚନା ନାଗ୍‌‌ଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ୍‌‌

ଭୁବନେଶ୍ୱର :  ଅର୍ଚ୍ଚନା ନାଗ୍‌‌ଙ୍କୁ  ଜାମିନ୍‌‌ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ୍‌‌ ଦେଇଛନ୍ତି।  ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ୨ଟିରେ ଜାମିନ୍‌‌ ମିଳିଛି। ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ଜାମିନ୍‌‌ ଦେଇଛନ୍ତି ହାଇକୋର୍ଟ।…

ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ୮ ଜିଲ୍ଲାପାଳ

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା,ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ…