Browsing Tag

#metro tv

ଆଜି ବାଘ ଦିବସ

ଭୁବନେଶ୍ବର: ଆଜି ନନ୍ଦନକାନନରେ ୧୪ତମ ବିଶ୍ୱ ବାଘ ଦିବସ ପାଳିତ ହେବ। ଏନେଇ ବିଭିନ୍ନ ଛାତ୍ର ସଂଗଠନକୁ ନିମନ୍ତ୍ରଣ କରାଯାଇଛି ଏବଂ ବିଭିନ୍ନ କା‌ର୍ଯ୍ୟକ୍ରମ ହାତକୁ ନିଆଯାଇଛି ।ପୃଥିବୀର ୧୩ ଟି ଦେଶରେ ବାଘ ଦେଖା ଦିଅନ୍ତି। ବାଘ ସଂଖ୍ୟା କମିବା ଦ୍ୱାରା ଖାଦ୍ୟ ଶୃଙ୍ଖଳ ଓ ଜୌବ ବିବିଧତା ନଷ୍ଟ…

ଆଜିର ରାଶିଫଳ

ମେଷ ଆଜି ସକାଳୁ ବନ୍ଧୁଙ୍କ ସହାନୁଭୂତିସୂଚକ କଥାରେ ହୃଦୟ ବିଗଳିତ ହୋଇଯିବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରୁଥିବା ଦିଗରୁ ଅଧିକ ଅର୍ଥ ପାଇ ଖୁସି ହେବେ। କୃତ୍ତିକା ନକ୍ଷତ୍ର ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ ଆଶା ଧରି ଆଗେଇବେ। କଳା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ…

ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ, ବିଜେପି ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ବିଜେପି, ବିଜଡି  ନେତାଙ୍କ ବୟାନବାଜି ଜୋର ଧରିଛି । ବିଜେପି ଏହି ପ୍ରସଙ୍ଗରେ ବିଜେଡିକୁ ଦୋଷ ଦେଉଥିବା ବେଳେ ବିଜେଡି ମଧ୍ୟ ବିଜେପି ଉପରେ ବର୍ଷିଛି । ବିଜେଡି କହିଛି ଏହି ରାକେଟ୍ ଉତ୍ତରପ୍ରଦେଶ ଓ ଗୁଜରାଟର ଷ୍ଟାଫ୍ ସିଲେକସନ୍ କମିଶନ…

ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା

ଭୁବନେଶ୍ବର: ଲଘୁଚାପ  ପ୍ରଭାବରେ  ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ…

ମହାପ୍ରଭୁଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ପୁଣିଥରେ ନିର୍ଦ୍ଦେଶ ଜାରି

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ…

ମନେପଡ଼େ ଭାରତୀୟ ସେନାର ବଳିଦାନ : ଆଜି କାର୍ଗିଲ ବିଜୟ ଦିବସ

ଆଜି କାର୍ଗିଲ ବିଜୟ ଦିବସ ।  ଆମ ଦେଶରେ ଗାଁରୁ ସହର ସବୁଠି ‘କାର୍ଗିଲ ବିଜୟ ଦିବସ’ ପାଳନ କରାଯାଉଛି। କାର୍ଗିଲ ସହିଦଙ୍କୁ ସ୍ମରଣ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି ।  ବୀର ଯବାନଙ୍କ ସର୍ବୋଚ୍ଚ ବଳିଦାନକୁ ସ୍ମରଣ କରିବା ସହ ଦେଶର ଅଖଣ୍ଡତାକୁ ବଜାୟ ରଖିବା ଓ ସୁରକ୍ଷା ଦେବା ପାଇଁ ଆଜି…

ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର

ପୁରୀ:ବହୁ ବାଦ ବିବାଦ ପରେ  ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ।  କରୋନା ସମୟରୁ ପଶ୍ଚିମ ଦ୍ବାର ବନ୍ଦ ଥିଲା । ପୁରୀବାସୀ ଏବଂ ବୁଦ୍ଧିଜୀବୀମାନେ ଦ୍ବାର ଖୋଲିବା ନେଇ ଦାବି କରୁଥିଲେ ।  ପୁରୀ ବାସିନ୍ଦାଙ୍କ ପାଇଁ ପଶ୍ଚିମ ଦ୍ବାର ଦେଇ ପ୍ରବେଶ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ…

ଖୋଲିଲା ହୀରାକୁଦ୍ ଗେଟ୍

ସମ୍ବଲପୁର: ହୀରାକୁଦ୍ ଡ୍ୟାମ ର ୫ଟି ଗେଟ୍ ଖୋଲାଯାଇଛି । ବାମ ପଟର ୩ଟି ଓ ଦକ୍ଷିଣ ପଟର ୨ଟି ଗେଟ୍ ଖୋଲିଛି । ଏଥିପାଇଁ ତଳିଆ ଅଞ୍ଚଳକୁ ସତର୍କ କରିଛନ୍ତି ହୀରାକୁଦ କର୍ତ୍ତୃପକ୍ଷ । ଡାକବାଜି ଯନ୍ତ୍ରରେ ଲୋକଙ୍କୁ ସତର୍କ କରାଯାଉଛି । ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧିକୁ ନଜରରେ ରଖି ଗେଟ୍…

କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ: ଦଳୀୟ ଶୃଙ୍ଖଳାକୁ ଗୁରୁତ୍ବ

ଭୁବନେଶ୍ବର : ରାଜ୍ୟ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକରେ  ରାଜନୈତିକ ବ୍ୟାପାର, କାର୍ଯ୍ୟକାରିଣୀ ଓ ପଦାଧିକାରୀଙ୍କୁ ନେଇ  ମାରାଥନ ବୈଠକ ବସିଛି। ଦଳ କିପରି ରାଜ୍ୟରେ ଭଲ ପ୍ରଦର୍ଶନ କରି ସରକାର ଗଠନ କରିବ ସେ ନେଇ ଆଲୋଚନା ହୋଇଛି । ସମୁଦାୟ ୬ଟି ପ୍ରସ୍ତାବ ଗୃହୀତ ହୋଇଛି। ଏହାକୁ ଆଧାର…

ବିରାଟ କୋହଲିଙ୍କ ବିଶ୍ବ ରେକର୍ଡ

ବିରାଟ କୋହଲିଙ୍କ ବିଶ୍ବ ରେକର୍ଡ । ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚକୁ ସ୍ବତନ୍ତ୍ର କରିଛନ୍ତି ବିରାଟ। ୱେଷ୍ଟଇଣ୍ଡିଜ ବିପକ୍ଷ ତ୍ରିନିଦାଦ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ ୧୨୧ ରନର ଶତକୀୟ ଇନିଂସ୍‌ ଖେଳିଛନ୍ତି।  ବିଶ୍ୱ କ୍ରିକେଟରେ ସର୍ବାଧିକ ଅନ୍ତର୍ଜାତୀୟ ରନ ସ୍କୋର କରିଥିବା ଶ୍ରେଷ୍ଠ-୫…