ଆଜି ମିଳିବ ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି
ଶୁକ୍ରବାର ରାଖୀ ପୂର୍ଣ୍ଣିମା ଅବସରରେ ମିଳିବ ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି । ଏଥର ନୟାଗଡ଼ରେ ରାଜ୍ୟସ୍ତରୀୟ ଉତ୍ସବରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯିବ। ଏଥିପାଇଁ ନୟାଗଡ଼ ବ୍ଳକ୍ ଲାଠିପଡ଼ା ଗ୍ରାମ ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ…