Browsing Tag

#metro tv

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ବଡ଼ଚଣା R&B ସବଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଯାଜପୁର ବଡ଼ଚଣା R&B ସବଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ । ଇଞ୍ଜିନିୟର ତପନ ସେଠୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ପରେ AEE ଗିରଫ । କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତରେ ଆଜି ହାଜର କରାଯିବ । ଚଢ଼ାଉ ବେଳେ ୧ କୋଟିରୁ…

ଫ୍ରାନ୍ସରେ ପ୍ରଥମ ମଣିଷଙ୍କ ଶରୀରରେ ଶାମୋଣ୍ଡା ଭାଇରସ୍ ସଂକ୍ରମଣ ଚିହ୍ନଟ,ଜଣେ ଆକ୍ରାନ୍ତ ମୃତ

ଫ୍ରାନ୍ସରେ ପ୍ରଥମ ଥର ପାଇଁ ଜଣେ ମଣିଷଙ୍କ ଶରୀରରେ ଶାମୋଣ୍ଡା ଭାଇରସ୍ ସଂକ୍ରମଣ ଚିହ୍ନଟ ହୋଇଛି । ପୂର୍ବରୁ କେବଳ ପଶୁମାନଙ୍କ ଶରୀରରେ ଏହି ଭୂତାଣୁ ଠାବ କରାଯାଇଥିବା ବେଳେ ମଣିଷଙ୍କଠାରେ ସଂକ୍ରମଣର ଏହା ପ୍ରଥମ ଘଟଣା । ତେବେ ଦୁର୍ଭାଗ୍ୟବଶତଃ ସଂକ୍ରମିତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏନେଇ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୭ ରୁ ବର୍ଷା ସମ୍ଭାବନା,୨୯ ଯାଏ ଲଗାଣ ବର୍ଷା ନେଇ ରେଡ ଆଲର୍ଟ ଜାରି

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୭ ରୁ ବର୍ଷା ସମ୍ଭାବନା ।  ଅକ୍ଟୋବର ୨୭ ରୁ ୨୯ ତାରିଖ ମଧ୍ୟରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଓ ପ୍ରଭାବ ଅଧିକ ରହିବ । ମୟୂରଭଞ୍ଜ, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ,…

ଓଡ଼ିଶାରେ ପୋଲିସ ଚାକିରି ଆଶାୟୀଙ୍କ ପାଇଁ ବଡ଼ ଖବର,ଓଡ଼ିଶାରେ ୭୨୬୮ ପୋଲିସ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ଓଡ଼ିଶାରେ ପୋଲିସ ଚାକିରି ଆଶାୟୀଙ୍କ ପାଇଁ ବଡ଼ ଖବର। ୭୨୬୮ଟି ପୋଲିସ ଓ ଅନ୍ୟାନ୍ୟ ୟୁନିଫର୍ମଡ୍ ସର୍ଭିସେସ୍ ପଦବୀରେ ନିଯୁକ୍ତି ପାଇଁ ଓଡ଼ିଶା ୟୁନିଫର୍ମଡ୍ ସର୍ଭିସେସ୍ ଷ୍ଟାଫ୍ ସିଲେକସନ୍ କମିଶନ (OUSSSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କମ୍ବାଇନ୍ଡ ୟୁନିଫର୍ମଡ୍ ସର୍ଭିସେସ୍ (ଅଣ୍ଡର…

ଓଡ଼ିଶାକୁ ସମୁଦାୟ ୫୩,୮୯୩.୫୧ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ,ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ କେମ୍- 2027

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ କେମ୍- ୨୦୨୬ରେ ଓଡ଼ିଶା ଏକ ଅଗ୍ରଣୀ ପୁଞ୍ଜି ଆକର୍ଷଣକାରୀ ରାଜ୍ୟ ଭାବେ ନିଜର ସ୍ଥିତିକୁ ସୁଦୃଢ଼ କରିଛି। ମୁଖ୍ୟମନ୍ତ୍ରୀ ଟିମ୍ ଓଡ଼ିଶାର ନେତୃତ୍ୱ ନେଇ କେମିକାଲ ଓ ପେଟ୍ରୋ କେମିକାଲ କ୍ଷେତ୍ରରେ ଆୟୋଜିତ ଏହି…

ବିହାରରେ ବାଣ ବିସ୍ଫୋରଣ: ୭ ମୃତ

ଶୁକ୍ରବାର ସନ୍ଧ୍ୟାରେ ବିହାର ସିୱାନ ଜିଲା ଆଲାମପୁର ଗଁରେ ବାଣ ବିସ୍ଫୋରଣ ଘଟି ୭ ଜଣ ମୃତ୍ୟୁବରଣ କରିଥିବା ପ୍ରାଥମିକ ଖବରରୁ ଜଣାପଡିଛି । ଲାଇସେନ୍ସ ପ୍ରାପ୍ତ ବାଣ ଦୋକାନରେ ବାଣ ପ୍ରସ୍ତୁତି ବେଳେ ଏହି ଅଘଟଣ ଘଟିଥିବା ଜଣାପଡିଛି ।ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଦୋକାନ ଘର ଆସି ରାସ୍ତା…

ତିବ୍ଦତରେ ଭୂମିକମ୍ପ,୧୬ ମୃତ ୩୨ ଆହତ

ଥରିଲା ତିବ୍ଦତ । ଲାଗିଲା ଜୋରଦାର ଭୂମିକମ୍ପର ଝଟକା । ଗୁରୁବାର ବିଳମ୍ବିତ ରାତ୍ରରେ ଚିବ୍ଦର ଅନେକ ସ୍ଥାନରେ ଭୂମିକମ୍ପର ଝଟକା ଲାଗିଥିବା ସୂଚନା ମିଳିଛି । ଏଥିରେ ୧୬ ଜଣ ପ୍ରାଣ ହରାଇଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି । ରିପୋର୍ଟ ଅନୁସାରେ,ହିମାଳୟ କ୍ଷେତ୍ର ତିବ୍ଦତରେ ଶକ୍ତିଶାଳୀ…

ଏସୀୟ ପାରା ଗେମ୍ସ : ଚଳିତ ସଂସ୍କରଣରେ ଭାରତ ଗୋଟିଏ ଦିନରେ ସର୍ବାଧିକ ୯ଟି ସ୍ୱର୍ଣ୍ଣ ପଦକ ହାସଲ

ଜାପାନର ଆଇଚି-ନାଗୋୟାଠାରେ ଅନୁଷ୍ଠିତ ଏସୀୟ ପାରା ଗେମ୍ସରେ ଭାରତୀୟ ପାରା-ଆଥଲେଟ୍ ଚମତ୍କାର ପ୍ରଦର୍ଶନ କରି ରେକର୍ଡ ପଦକ ଜିତିଛନ୍ତି । ଭାରତୀୟ ଦଳ ୩୦ ସ୍ୱର୍ଣ୍ଣ ସହିତ ସର୍ବକାଳୀନ ଶ୍ରେଷ୍ଠ ୧୧୪ଟି ପଦକ ହାସଲ କରିଛି । ଚଳିତ ସଂସ୍କରଣରେ ଭାରତ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୯ଟି…

ବଲିଉଡ୍ ଅଭିନେତା ଅମିତାଭ ବଚ୍ଚନ ଓ ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲଜିତ୍ ଦୋସାଞ୍ଜଙ୍କୁ ବୋମା ଧମକ

କିଛିଦିନ ତଳେ ବଲିଉଡ ଷ୍ଟାର ଟାଇଗର ଶ୍ରଫଙ୍କୁ ଗୁଳିମାଡ଼ ଘଟଣା ପରେ ଏବେ ବଲିଉଡ୍ ଅଭିନେତା ଅମିତାଭ ବଚ୍ଚନ ଓ ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲଜିତ୍ ଦୋସାଞ୍ଜଙ୍କୁ ବୋମା ଧମକ ମିଳିଛି । ମୁମ୍ବାଇର ମେୟର ରିତୁ ତାୱଡେଙ୍କୁ ଏକ ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କୁ ଓଡ଼ିଶାରେ ଉତ୍ପାଦନ ୟୁନିଟ୍ ସ୍ଥାପନ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପର ପ୍ରସାର ପାଇଁ…

ମୁମ୍ବାଇଠାରେ ଆୟୋଜିତ 'ଇଣ୍ଡିଆ କେମ୍ ୨୦୨୬' (India Chem 2026)ର ସିଇଓ ଗୋଲଟେବୁଲ ବୈଠକରେ ଓଡ଼ିଶା ସରକାର ରାଜ୍ୟର ରସାୟନ ଏବଂ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ଥିବା ବିପୁଳ ନିବେଶ ସୁଯୋଗକୁ ବିଶ୍ୱ ସମୁଖରେ ଉପସ୍ଥାପନ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ ତଥା ରସାୟନ ଓ ସାର…