ସ୍ବାଭାବିକ ହେଉଛି ସ୍ଥିତି
ଗତକାଲି ଡ୍ରାଇଭର ମହାସଂଘ ଓ ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ଏବଂ ଏହାର ସକାରାତ୍ମକ ଫଳାଫଳ ଆସିଥିବାରୁ ବସ୍ ଚଳାଚଳ ବନ୍ଦ କରିବ ନାହିଁ ବୋଲି ସଂଘ ନିଷ୍ପତ୍ତି ନେଇଛି।
ପୂର୍ବରୁ ପ୍ରସ୍ତାବିତ ଆନ୍ଦୋଳନକୁ ଓହ୍ଲାଇବ ନାହିଁ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଆଜିଠାରୁ ବସ୍ ଚଳାଚଳ…