ନଭେମ୍ବର ୨୩ରୁ ୩୦ ମାଟ୍ରିକ ସମ୍ମେଟିଭ୍ ଆସେସମେଣ୍ଟ-୧
କଟକ: ନଭେମ୍ବର ୨୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍ ସମ୍ମେଟିଭ୍-୧ ପରୀକ୍ଷା । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ଫର୍ମ ଫିଲଅପ୍ କରିଛନ୍ତି । ୩୦୨୯ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ । ସେହିପରି ୩୧୬ ନୋଡାଲ ସେଣ୍ଟର ପ୍ରଶ୍ନପତ୍ର କଡ଼ା!-->…