National ଆଜି ମୁଲାୟମ ସିଂ ଯାଦବଙ୍କ ହେବ ଅନ୍ତିମ ସଂସ୍କାର Oct 11, 2022 ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମଙ୍କ ଆଜି ହେବେ ଶେଷକୃତ୍ୟ । ଉତ୍ତର ପ୍ରେଦଶ ସେଫାଇରେ ହେବ ଅନ୍ତିମ ସଂସ୍କାର । ୮୨ ବର୍ଷ ବୟସରେ ଗତକାଲି ଆଖି ବୁଜିଥିଲେ ମୁଲାୟମ । !-->!-->!-->…
Odisha ଓଆରଏଚଡିସି ମାମଲାରେ ବିଧାୟକ ମୋକିମ୍ଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ରିହାତି Oct 10, 2022 କଟକ: ହାଇକୋର୍ଟରୁ ବିଧାୟକ ମୋକିମଙ୍କୁ ମିଳିଛି ବଡ଼ ରିହାତି । ଓଆରଏଚଡିସି ମାମଲାରେ ବିଧାୟକ ମହମ୍ମଦ ମୋକିମ୍ଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଆସନ୍ତା ୧୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ ହେବ। ଭିଜିଲାନ୍ସ କୋର୍ଟ ମହମ୍ମଦ ମୋକିମ୍ଙ୍କୁ ଶୁଣାଇଥିବା ଦଣ୍ଡାଦେଶ!-->…
Sports ଆଜି ଭାରତ ଓ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଦିନିକିଆ Oct 9, 2022 ଆଜି ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଦିନିକିଆ ଖେଳାଯିବ । ପ୍ରଥମ ମ୍ୟାଚ୍ରେ ପରାଜିତ ହେବା ପରେ ଭାରତ ପାଇଁ ଏହି ମ୍ୟାଚ୍ ‘କର ବା ମର’ ପରିସ୍ଥିତି ସୃଷ୍ଟି କରିଛି । ସିରିଜକୁ ଫେରିବା ପାଇଁ ଧାୱନ ବାହିନୀ ପାଇଁ ବିଜୟ ଜରୁରି ହୋଇ ପଡ଼ିଛି । ଭାରତ ପକ୍ଷରୁ ଶିଖର!-->…
National ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ଚିତା ଟାସ୍କ ଫୋର୍ସ ପରାମର୍ଶ ଓ ଉପଦେଶ ଦେବ Oct 8, 2022 ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ଚିତା ଟାସ୍କ ଫୋର୍ସର!-->!-->!-->…
National ଡିପିଆଇଆଇଟି ପକ୍ଷରୁ ଷ୍ଟାର୍ଟଅପ୍ ପାଇଁ ଋଣ ଗ୍ୟାରେଣ୍ଟି ଯୋଜନା ବିଜ୍ଞପ୍ତି ପ୍ରକାଶ ପାଇଲା Oct 8, 2022 ବାଣିଜ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ଉଦ୍ୟୋଗ ପ୍ରୋତ୍ସାହନ ଓ ଆଭ୍ୟନ୍ତରୀଣ ବ୍ୟାପାର ବିଭାଗ (ଡିପିଆଇଆଇଟି) ପକ୍ଷରୁ ଷ୍ଟାର୍ଟ ସମୂହଙ୍କୁ ଋଣ ଗ୍ୟାରେଣ୍ଟି ପ୍ରଦାନ ଯୋଜନା ପ୍ରବର୍ତ୍ତନ ଘେନି ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ଫଳରେ ଷ୍ଟାର୍ଟ ଅପ୍ଗୁଡିକୁ ଯେଉଁ ସବୁ ବିତ୍ତୀୟ!-->…
Odisha ସହରାଞ୍ଚଳ ଗରିବଙ୍କୁ ଜାଗା ସହ ଘର କରିବାକୁ ମିଳିବ ୨ ଲକ୍ଷ Oct 8, 2022 ଭୁବନେଶ୍ବର: ସହରାଞ୍ଚଳ ଭୂମିହୀନ ଆର୍ଥିକ ଅନଗ୍ରସରଙ୍କୁ ମାଗଣା ଜମି ଅଧିକାର ସହିତ ଘର ନିର୍ମାଣ ପାଇଁ ମିଳିବ ଆର୍ଥିକ ସହାୟତା । ଯେଉଁଥିପାଇଁ ରାଜ୍ୟ ସରକାର ଜାଗା ମିଶନକୁ ଓଡ଼ିଶା ସହାରଞ୍ଚଳ ବାସଗୃହ ମିଶନ ସହ ଏକାଠି କରିବାକୁ ଯାଉଛନ୍ତି । ଆସନ୍ତା ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଗୁଜୁରାଟର!-->…
Odisha ପ୍ରକାଶ ପାଇଲା ଓସିଏସ ରେଜଲ୍ଟ Oct 7, 2022 ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ୍ ରେଜଲ୍ଟ । ତେଜସ୍ବିନୀ ବେହେରା ଓସିଏସ ଟପ୍ପର ହୋଇଛନ୍ତି । ଶୁଭଙ୍କରୀ ସୁଦେଷ୍ଣା ଦାସ ଦ୍ବିତୀୟ ଏବଂ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ହୋଇଛନ୍ତି । ୨୦୨୦ ପାଇଁ ହୋଇଥିଲା ପରୀକ୍ଷା । ଦେବବ୍ରତ କର ଚତୁର୍ଥ ସ୍ଥାନ ହାସଲ କରିଥିବା ବେଳେ!-->!-->!-->…
National ମେକ୍ସିକୋରେ ଗୁଳିମାଡ଼, ମେୟରଙ୍କ ସମେତ ୧୮ ମୃତ Oct 6, 2022 ମେକ୍ସିକୋ : ମେକ୍ସିକୋରେ କିଛି ଦୃବୃତ୍ତଙ୍କ ଗୁଳିମାଡ଼ରେ ୧୮ ଜଣଙ୍କ ମୃତ୍ୟୁ ହୋଇଛି। ମେକ୍ସିକୋର ସାନ୍ ମିଗୁଏଲ ଟୋଟଲାପନ ସ୍ଥିତ ସିଟି ହଲ୍ ଏବଂ ନିକଟରେ ଥିବା ଏକ ଘର ଉପରକୁ କିଛି ବନ୍ଧୁକଧାରୀ ଆଖିବୁଜା ଗୁଳିମାଡ଼ କରିଥିଲାବେଳେ ଏଥିରେ ମେୟରଙ୍କ ସମେତ 18 ଜଣଙ୍କର ଜୀବନ ଯାଇଛି। ଏହି!-->…
Odisha ଶ୍ରୀଜିଉଙ୍କ ରାଧା ଦାମୋଦର ବେଶ Oct 6, 2022 ଆଜି ପବିତ୍ର ଆଶ୍ବିନ ଶୁକ୍ଳ ଏକାଦଶୀ ଠାରୁ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଏକମାସ ଧରି ତଥା କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଚାଲିବ। ଶ୍ରୀମନ୍ଦିର ସ୍ବତଲିପି ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମଙ୍ଗଳ ଆଳତି ସଂପନ୍ନ ହୋଇଥିଲା। ସକାଳେ ଅବକାଶ ନୀତି ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କ!-->…
National କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସ ‘ଭାରତ ଯୋଡା ଯାତ୍ରା’ରେ ଯୋଗ ଦେଲେ ସୋନିଆ ଗାନ୍ଧୀ Oct 6, 2022 ମାଣ୍ଡ୍ୟା: କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇଛନ୍ତି । ସେପ୍ଟେମ୍ବର 30 ରେ ଏହି ଯାତ୍ରା କର୍ଣ୍ଣାଟକରେ ପ୍ରବେଶ କରିଥିଲା। କଂଗ୍ରେସ ସୁପ୍ରିମୋ ତାଙ୍କ ପୁଅ ତଥା କଂଗ୍ରେସ ସାଂସଦ ରାହୁଲ!-->!-->!-->!-->!-->…