Browsing Tag

#metro tv

 ଗୁଲାମ ନବୀ ଆଜାଦଙ୍କ ଦଳର ନାଁ ଡେମୋକ୍ରାଟିକ୍ ଆଜାଦ ପାର୍ଟି

ଶ୍ରୀନଗର : ଗୁଲାମ ନବୀ ଆଜାଦ ତାଙ୍କ ଦଳର ନାମ ‘ଡେମୋକ୍ରାଟିକ୍ ଆଜାଦ ପାର୍ଟି’ ରଖିଛନ୍ତି। କଂଗ୍ରେସରୁ ଇସ୍ତଫା ଦେବାର ମାସେ ପରେ ଆଜାଦ ନୂଆ ଦଳ ଘୋଷଣା କରିଛନ୍ତି । ୨୬ ଅଗଷ୍ଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ଆଜାଦ। ଏହା ପରେ ସେ କହିଥିଲେ ଯେ ଖୁବ୍ ଶୀଘ୍ର ସେ ନୂଆ ଦଳର ନାମ ଘୋଷଣା

ବନ୍ଦ ହେଲା ନାଗାବଳୀ ନଦୀ ଉପରେ ଥିବା ଝୁଲାପୋଲ

ରାୟଗଡ଼ା: ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ରାୟଗଡ଼ା ସହର ଉପକଣ୍ଠ ନାଗାବଳୀ ନଦୀ ଉପରେ ଥିବା ଝୁଲାପୋଲ ବାଟକୁ ବନ୍ଦ କରିଦେଇଛି ପ୍ରଶାସନ । ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ପ୍ରଶାସନ ବାଟ ବନ୍ଦ କରିଥିବା ବେଳେ ଏହାକୁ ସ୍ଥାନୀୟ ବାସିନ୍ଦା କିନ୍ତୁ ବିରୋଧ କରିବା ଆରମ୍ଭ କରିଛନ୍ତି ।

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ଓଡ଼ିଶା ଗସ୍ତରେ ଆସିଥିବା ମହାରାଷ୍ଟ୍ର…

ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଓଡ଼ିଶା ଗସ୍ତରେ ଆସିଥିବା ନଭି ମୁମ୍ବାଇର କେସି ପାଟିଲ କଲେଜ ଅଫ ଇଞ୍ଜିନିୟରିଂର ୫୦ ଜଣ ଛାତ୍ରଛାତ୍ରୀ ମଙ୍ଗଳବାର, ଦ୍ବିତୀୟ ଦିନରେ ବିଶ୍ବପ୍ରସିଦ୍ଧ ତୀର୍ଥକ୍ଷେତ୍ର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଐତିହାସିକ କୋଣାର୍କ ସୂର୍ଯ୍ୟ

କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ଦେହାନ୍ତ

କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ପରଲୋକ ହୋଇଛି । ଦିଲ୍ଲୀ ଏସ୍ ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ୫୮ ବର୍ଷ ବୟସ ହୋଇଥିଲା । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଠ ରାଜନେତା ମାନ୍ୟଗଣ ବ୍ୟକ୍ତି

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ଆମେରିକା, ଫ୍ରାନସ୍

ନ୍ୟୁୟର୍କ: ପ୍ରଧାନମନ୍ତ୍ରୀ ମୋଦି ସମରକନ୍ଦରେ ୟୁକ୍ରେନ ଋଷ ଯୁଦ୍ଧକୁ ନେଇ ପୁଟିନଙ୍କୁ ଯେଉଁ ପରାମର୍ଶ ଦେଇଥିଲେ ତାହାକୁ ଫ୍ରାନସ ଏବଂ ଆମେରିକା ପକ୍ଷରୁ ସ୍ବାଗତ କରାଯାଇଛି । ଏବେ ଯୁଦ୍ଧର ବେଳ ନୁହେଁ ବୋଲି ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ୍‌ଙ୍କୁ ଭାରତର ପ୍ରଧାନମନ୍ତ୍ରୀ

ବିଭିନ୍ନ ଚାନେଲରେ ବିତର୍କ ଚାନେଲର ବିଶ୍ୱସନୀୟତାକୁ ହ୍ରାସ କରୁଛି: ଠାକୁର

ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଆଜି ଏସିଆ - ପ୍ରଶାନ୍ତ ମହାସାଗରୀୟ ପ୍ରସାରଣ ଉନ୍ନୟନ ପ୍ରତିଷ୍ଠାନ (ଏଆଇବିଡି)ର ୪୭ତମ ବାର୍ଷିକ ସମ୍ମିଳନୀ ଏବଂ ୨ଠତମ ସାଧାରଣ ସମ୍ମିଳନୀକୁ ନୂଆଦିଲ୍ଲୀ ଠାରେ ଉଦଘାଟନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ଠାକୁର କହିଛନ୍ତି ଯେ- ମୁଖ୍ୟ

ଭାରତକୁ ୪ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ମୋହାଲି : ପ୍ରଥମ ଟି-୨୦ରେ ଅଷ୍ଟ୍ରେଲିଆ ଭାରତକୁ ୪ ଓ୍ବିକେଟରେ ପରାସ୍ତ କରିଛି ।   ୨୦୯ ରନର ବିଜୟ ଲକ୍ଷ୍ୟକୁ ଅଷ୍ଟ୍ରେଲିଆ  ୧୯.୨ ତମ ଓଭରରେ ହାସଲ କରିନେଇଥିଲା । ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୦୮  ରନ କରିଥିଲା । କେଏଲ ରାହୁଲ ୫୫ ରନ ଓ ସୂର୍ଯ୍ୟକୁମାର ୪୮

କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ଅବୈଧ ନିର୍ମାଣକୁ ଭାଙ୍ଗିବାକୁ ମୁମ୍ବାଇ ମ୍ୟୁନିସପାଲ କର୍ପୋରେସନକୁ ନିର୍ଦ୍ଦେଶ

ମୁମ୍ବାଇ: କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ବେଆଇନ ଘର ଭାଙ୍ଗିବାକୁ ବମ୍ବେ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି । ଜୁହୁ ଅଞ୍ଚଳରେ ମନ୍ତ୍ରୀଙ୍କ ବଙ୍ଗଳାରେ ଅବୈଧ ନିର୍ମାଣ ରହିଛି । ଅବୈଧ ନିର୍ମାଣକୁ ଭାଙ୍ଗିବାକୁ ହାଇକୋର୍ଟ ମୁମ୍ବାଇ ମ୍ୟୁନିସପାଲ କର୍ପୋରେସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଧାମନଗର ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକ ଘଟିଛି। ବିଷ୍ଣୁ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ବିଜେପିର ବରିଷ୍ଠ ନେତାମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଏମସରୁ ତାଙ୍କ ପାର୍ଥିବ ଶରୀରକୁ ବିଜେପି

ସ୍ୱତନ୍ତ୍ର ବିମାନରେ ଭାରତ ଆସିଲେ ଚିତା, କୁନୋରେ ଛାଡିଲେ ମୋଦି

ଭାରତକୁ ଆସିଲେ ୮ଟି ଚିତା ବାଘ । ନାମିବ୍ୟାରୁ ସ୍ୱତନ୍ତ୍ର ବିମାନରେ ଆସି ଗୁଆଲିୟରରେ ପହଁଚିବା ପରେ ପ୍ରଧାନମନ୍ତ୍ରୀ ସେମାନଙ୍କୁ କୁନୋ ଜଂଗଲରେ ଛାଡିଛନ୍ତି । https://twitter.com/ani_digital/status/1571021121788706816?s=20&t=Vlz2Ssm6tTvf5GbOFOY6Nw