ମୂଲ୍ୟବୋଧ ଆଧାରିତ ଶିକ୍ଷା ଶିଶୁର ସାମଗ୍ରିକ ବ୍ୟକ୍ତିତ୍ୱ ବିକାଶକୁ ସୁନିଶ୍ଚିତ କରିବ
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ନୂଆଦିଲ୍ଲୀ ଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ରାମକୃଷ୍ଣ ମିଶନର ‘ଜାଗ୍ରତ ନାଗରିକ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।
ଏହି ଅବସରରେ ଶ୍ରୀ ପ୍ରଧାନ ବାଲବାଟିକା!-->!-->!-->!-->!-->…