Browsing Tag

#metro tv

ନନ୍ଦନକାନନର ନୂଆ ରେକର୍ଡ ୨୦୨୫ରେ ୪୦ ଲକ୍ଷରୁ ଅଧିକ ପର୍ଯ୍ୟଟକଙ୍କ ଆଗମନ

ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ତଥା ବିଶ୍ୱପ୍ରସିଦ୍ଧ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ୨୦୨୫ ବର୍ଷଟି ଅତ୍ୟନ୍ତ ସଫଳ ସାବ୍ୟସ୍ତ ହୋଇଛି। ପର୍ଯ୍ୟଟକଙ୍କ ଆଗମନ କ୍ଷେତ୍ରରେ ନନ୍ଦନକାନନ ପୁଣିଥରେ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି। ଗୁରୁବାର ମିଳିଥିବା ସୂଚନା ଅନୁଯାୟୀ, ବିଗତ ବର୍ଷରେ…

ବିଜେଡିରେ ସୁଜାତାଙ୍କ ଏଣ୍ଟ୍ରି ଚର୍ଚ୍ଚା

ଓଡ଼ିଶାର ଶକ୍ତିଶାଳୀ ଆଞ୍ଚଳିକ ଦଳ ବିଜୁ ଜନତା ଦଳ (ବିଜେଡି) ଏବେ ଏକ ବିସ୍ଫୋରକ ମୋଡ଼ରେ ଠିଆ ହୋଇଛି। ଦଳର ପରାଜୟ ପରେ ଅନ୍ତଃକନ୍ଦଳ ଥମିବାର ନାଁ ନେଉନାହିଁ। ବିଶେଷ କରି ଭିକେ ପାଣ୍ଡିଆନଙ୍କ ‘ରାଜନୈତିକ ସନ୍ନ୍ୟାସ’କୁ ନେଇ ଏବେ ଦଳ ଭିତରେ ବଡ଼ ଧରଣର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଜେଡି…

ଶୀତ ଯେମିତିକୁ କୁହୁଡ଼ି ବି ସେମିତି

ଏଥର ଓଡ଼ିଶାରେ ଶୀତ ପ୍ରବଳ ଥରାଇଲାଣି । ଶୀତ ଯେମିତିକୁ କୁହୁଡ଼ି ବି ସେମିତି ପିଛା ଛାଡ଼ୁନି । ପାଣିପାଗ ବିଭାଗର ବିସ୍ତାରିତ ଆକଳନ କହୁଛି, ଜାନୁଆରୀ ମାସରେ ବି ଜୋର ଶୀତ ସମ୍ଭାବନା ରହିଛି ଓଡ଼ିଶାରେ । ବର୍ତ୍ତମାନ ରାତି ତାପମାତ୍ରା ଦୁଇଦିନ ପାଇଁ ସାମୟିକ ଭାବେ କମିବ । ରାତି ତାପମାତ୍ରା ପୁଣି…

ଆଜିର ରାଶିଫଳ

ମେଷ: ଜ୍ଞାନ ଓ ଭଲ ବିଚାରରେ ବୃଦ୍ଧି ହେବ। କୌଣସି ନୂଆ ଦାୟିତ୍ବ ଆପଣଙ୍କ ପାଖକୁ ଆସିପାରେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ପରିବାର ସହିତ ଆନନ୍ଦପୂର୍ବକ ସମୟ ଅତିବାହିତ କରିବେ। ବୃଷ: କାର୍ଯ୍ୟକ୍ଷେତ୍ରରେ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ।…

ଶୀତୁଆ ସକାଳରେ ପୁଣି ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା

 ଶୀତୁଆ ସକାଳରେ ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା । ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଚଳିତ ବର୍ଷ ପଥ ଉତ୍ସବକୁ ଟିକିଏ ନିଆରା ଢଙ୍ଗରେ କରିବା ପାଇଁ ଜୋରଦାର ଉଦ୍ୟମ । ଏହି ଉପଲକ୍ଷେ ଆଜି ଏକ ପ୍ରଚାର ଗାଡିର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ…

ଓଡ଼ିଶାର ଅନେକ ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି

ମାଡ଼ି ଆସୁଛି ଭୟଙ୍କର କୁହୁଡ଼ି। ନୂଆବର୍ଷରେ ଆକାଶକୁ ଘେରିଯିବ କୁହୁଡ଼ିର ବହଳ ଆସ୍ତରଣ। ସକାଳୁ ଓ ରାତିରେ ଦୃଶ୍ୟମାନ ଦୂରତା କମିପାରେ I ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦିଶିପାରେ। ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି। ନୂଆବର୍ଷ ଦିନ…

ଆଜିର ରାଶିଫଳ

ମେଷ: ଜୀବନସାଥୀର ସହଯୋଗ ଆପଣଙ୍କ ଅଶାନ୍ତିକୁ କମ୍ କରାଇବ। କୌଣସି କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଅଧିକାରୀଙ୍କୁ ଆପଣଙ୍କ ମତ ପସନ୍ଦ ହେବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। ‌ ବୃଷ: ଧନଲାଭର ନୂଆ ମାର୍ଗ ଦୃଷ୍ଟିଗୋଚର ହେବ। ବ୍ୟବସାୟକୁ ଅନ୍ୟ କୌଣସି ଜିଲ୍ଲାରେ ବିସ୍ତାର କରିବା…

ସ୍ୱଦେଶୀ ହେଲିକପ୍ଟରର ବିଦ୍ଧିବଦ୍ଧ ଉଡ଼ାଣକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମନ୍ତ୍ରୀ ରାମ ମୋହନ ନାଇଡୁ

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ଠାରେ ପରବର୍ତ୍ତୀ ପିଢ଼ିର ସିଭିଲ୍ ହେଲିକପ୍ଟର DHRUV-NG ଉଦଘାଟନ କରିଛନ୍ତି । ମନ୍ତ୍ରୀ ଶ୍ରୀ ନାଇଡୁ ଏରୋ ଇଣ୍ଡିଆ ଶୋ’ରେ HAL ଦ୍ୱାରା ପ୍ରଦର୍ଶିତ ସ୍ୱଦେଶୀ…

ବଣଭୋଜି ନା ରେ ପ୍ରଦୂଷଣ କରୁଥିଲେ ଆପଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ବଣଭୋଜି ନା ରେ ପ୍ରଦୂଷଣ କରୁଥିଲେ ଆପଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଇକୋ ଟୁରିଜିମ ସ୍ଥାନରେ ପ୍ରଦୂଷଣ କଲେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ରାଜ୍ୟର…

ଏତେ ମହଙ୍ଗା ହୋଇଯିବ ସିଗାରେଟ୍, ଶୁଣିଲେ ଟାଣିବା ବନ୍ଦ କରିଦେବେ

 ଭାରତରେ ଆକାଶଛୁଆଁ ହେବାକୁ ଯାଉଛି ସିଗାରେଟ୍ର ଦର। ଏକାବେଳକେ ଚାରିଗୁଣା ବଢ଼ିଯିବ। କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ସଂଶୋଧନ ବିଲ୍-2025 ଉପରେ ବାଜିଛି ସଂସଦର ମୋହର। ଏହି ବିଲ୍ ସିଗାରେଟ୍, ସିଗାର, ହୁକା ଭଳି ତମାଖୁ ଉତ୍ପାଦ ଉପରେ ଉତ୍ପାଦ ଶୁଳ୍କକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି। ଏହି…