Browsing Tag

#metro tv

ବିଶ୍ବ ବ୍ୟାଡ୍‌ମିଣ୍ଟନ ପ୍ରିକ୍ବାର୍ଟରରେ ସାଇନା

ଟୋକିଓଠାରେ ଖେଳୁଥିବା ତାରକା ସାଇନା ନେହୱାଲ ବିଶ୍ବ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପ୍ରିକ୍ବାର୍ଟର ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ମହିଳା ଏକକରେ ସାଇନା ସିଧାସଳଖ ୨୧-୧୯, ୨୧-୯ରେ ହଂକଂର ଚିଉଙ୍ଗ ଗାନ୍‌ ୟିଙ୍କୁ ପରାସ୍ତ କରିଥିଲେ। ଏହି ମ୍ୟାଚ୍‌ ଜିତିବାକୁ ସାଇନାଙ୍କୁ ମାତ୍ର

ଭୁବନେଶ୍ବର, ରାଉରକେଲାରେ ହକି ପ୍ରୋ ଲିଗ୍

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ହକି ପ୍ରତିଯୋଗିତା ଭୁବନେଶ୍ବର ସହ ରାଉରକେଲାରେ ଖେଳାଯିବ। ଉଭୟ ଭେନ୍ୟୁରେ ପ୍ରୋ ଲିଗ୍‌ର ମୋଟ ୧୨ ମ୍ୟାଚ୍ ଆୟୋଜିତ ହେବ। ଜାନୁଆରି, ୨୦୨୩ରେ ଖେଳାଯିବାକୁ ଥିବା ପୁରୁଷ ହକି ବିଶ୍ବକପ୍‌ ପାଇଁ ପ୍ରସ୍ତୁତି ପର୍ବ ସ୍ବରୂପ ଏଭଳି ନିଷ୍ପତ୍ତି ନିଆଯାଇଥିବା

ବାବୁସାନଙ୍କ ପତ୍ନୀ ଓ ଶ୍ବଶୂରଙ୍କ ନାମରେ ୫ କୋଟି ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି

ଭୁବନେଶ୍ୱର: ଅଭିନେତ୍ରୀ ପ୍ରକୃତି ମିଶ୍ର ନିଜର ସମ୍ମାନହାନି ହୋଇଥିବା ଦର୍ଶାଇ କୋର୍ଟରେ ମାନହାନୀ ମକଦ୍ଦମା  କରିଛନ୍ତି । ନିଜ ବନ୍ଧୁ ତଥା ଅଭିନେତା ବାବୁଶାନ ମହାନ୍ତିଙ୍କ ପତ୍ନୀ ତୃପ୍ତି ଓ ତାଙ୍କ ଶ୍ୱଶୁର ଲଳିତ ଶତପଥୀଙ୍କ ନାଁରେ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମାମଲା ଦାୟର

ଅଗଷ୍ଟ ୨୫ତାରିଖରେ ସ୍ମାର୍ଟ ଇଣ୍ଡିଆ ହାକାଥନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ତାରିଖ ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍‌ଯାପନୀ ସମାରୋହକୁ ଭିଡିଓ କନଫରେନସି ମାଧ୍ୟମରେ ସମ୍ବୋଧନ କରିବେ । ବିଶେଷକରି ଯୁବ ମାନସ ମଧ୍ୟରେ ନବୋନ୍ମୋଷର ଉତ୍ସାହ ଜାଗ୍ରତ କରିବା ପ୍ରଧାନମନ୍ତ୍ରୀଙ୍କ

ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି, ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ, ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ଅନୁମୋଦନ ଦେଇଛି । ତାଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ

ମମତା ବାନାର୍ଜୀଙ୍କୁ ଦିଲୀପଙ୍କ ତୀବ୍ର ବିରୋଧ

ଗୋରୁ ଚୋରାଚାଲାଣ ମାମଲାରେ ଅନୁବ୍ରତ ମଣ୍ଡଳ ଗିରଫ ହେବା ପରେ ଏବେ ବିଜେପି ଏବଂ ଟିଏମସି ନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି । ବିଜେପି ପକ୍ଷରୁ ଏହି ଘଟଣାକୁ ନେଇ ଜୋରଦାର ପ୍ରଦର୍ଶନ କରାଯାଉଛି । ତେବେ ଟିଏମସି ଏହାକୁ ନେଇ ବିଜେପିକୁ କଟାକ୍ଷ କରିବାରେ ଲାଗିଛି । ବିଜେପି ନେତା

ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ କମଳା ପୂଜାରୀ ଗୁରୁତର

ପଦ୍ମଶ୍ରୀ କମଳା ପୁଜାରୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରେ ଲାଗିଛି । ତାଙ୍କୁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସା କରାଯାଉଛି । ଗତ କିଛିଦିନ ପୂର୍ବେ କମଳା ପୂଜାରୀଙ୍କୁ ଜ୍ଵର ଝାଡା ହେବା ସହିତ ଦୁର୍ବଳ ଅନୁଭବ ହେବାରୁ ତାଙ୍କୁ ଡାକ୍ତର ଖାନରେ ଭର୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କ

ଇମ୍ରାନ ଖାନ ଯାଇପାରନ୍ତି ଜେଲ୍!

ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଜେଲ ପଠାଇବା ପାଇଁ ଚାଲିଛି କସରତ । ସେଠାକାର ସରକାର ତାଙ୍କ ନାମରେ ଆତଙ୍କବାଦ ବିରୋଧୀ ମାମଲା ମଧ୍ୟ ଦାୟର କରିଛନ୍ତି । ତାଙ୍କ ଅଭିଭାଷଣ ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ତାଙ୍କ ଦଳର ନେତା ଗିରଫ ହେବା

ସିଡନୀ ଠାରେ ଉଚ୍ଚ ଶିକ୍ଷା ସଂସ୍ଥାନ ପରିଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିଡନୀ ଠାରେ ବିଭିନ୍ନ ସ୍କୁଲ୍‌, ଉଚ୍ଚ ଶିକ୍ଷା ସଂସ୍ଥାନ ଏବଂ କୌଶଳ ପ୍ରଶିକ୍ଷଣ ସଂସ୍ଥା ଗୁଡିକର ପରିଦର୍ଶନ କରିଛନ୍ତି । ଶ୍ରୀ ପ୍ରଧାନ ଶିକ୍ଷା, ଗବେଷଣା, ଏବଂ କୌଶଳ ପ୍ରଶିକ୍ଷଣ କ୍ଷେତ୍ରରେ ଦ୍ୱିପାକ୍ଷିକ

ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ସଫଳ ରୂପାୟନ ପାଇଁ ହାର୍ଡୱେର ନିର୍ଦ୍ଦେଶାବଳୀ ଜାରି

ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (ଏନଏଚଏ) ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ଡାକ୍ତରଖାନା, କ୍ଲିନିକ ଓ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ କେନ୍ଦ୍ରରେ ଭଳି ସ୍ୱାସ୍ଥ୍ୟ ସେବା ସଂସ୍ଥାନଗୁଡିକରେ ଡିଜିଟାଇଜେସନ ପ୍ରୋତ୍ସାହିତ କରିବା ପାଇଁ ହାର୍ଡୱେର ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ଏହି