Browsing Tag

#metro tv

ଗିଲଙ୍କ ପ୍ରଥମ ଦିନିକିଆ ଶତକ ବଳରେ ଭାରତ ବିଜୟୀ

ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ୩ୟ ଦିନିକିଆରେ ଶୁଭମନ ଗିଲଙ୍କ ଶତକ ବଳରେ ଭାରତ ବିଜୟୀ ହୋଇଛି । 13 ରନରେ ଜିମ୍ବାଓ୍ବକୁ ହରାଇଛି ଟିମ ଇଣ୍ଡିଆ । https://twitter.com/BCCI/status/1561769192856375296?s=20&t=ICQIb8OdbYRKel78SNBHuQ ଭାରତ ୮ ଓ୍ବିକେଟ ହରାଇ

୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର

ଛାଡିଲେ ଆନନ୍ଦ ଶର୍ମା ସଞ୍ଚାଳନ ସମିତି ଅଧ୍ୟକ୍ଷ ପଦରୁ ଦେଲେ ଇସ୍ତଫା

ଜଣଙ୍କ ପରେ ଜଣେ ନେତା କଂଗ୍ରେସ ଛାଡୁଥିବା ବେଳେ ଏବେ ଦଳରେ କିଛି ଠିକ ଠାକ ନଥିବା ଚର୍ଚା ହେଉଛି । ଏହି କ୍ରମରେ ସାମିଲ ହୋଇଛନ୍ତି କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା । ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସେ ପାର୍ଟିର ସଞ୍ଚାଳନ ସମିତି ଅଧ୍ୟକ୍ଷ ପଦରୁ ଇସ୍ତଫା

ଚାଷ କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବାକୁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି ମାର୍ଗଦର୍ଶିକା ଅନୁସାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସଲ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାକୁ କୃଷିମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ଚଳିତ ମାସ ୨୭ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବା ପାଇଁ

ମନୀଷ ସିସୋଦିଆଙ୍କ ସମେତ ୧୪ ଜଣଙ୍କ ବିରୋଧରେ ଲୁକଆଉଟ୍ ନୋଟିସ୍

ନୂଆ ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମେତ ୧୪ ଜଣଙ୍କ ବିରୋଧରେ ଲୁକଆଉଟ୍ ନୋଟିସ୍ ଜାରି କରିଛି ସିବିଆଇ । ସମସ୍ତ ବ୍ୟକ୍ତି ନାଁ ଉଲ୍ଲେଖ କରି ଏଫଆଇଆର ଦାଏର କରିଛି । ଏହି ସର୍କୁଲାର ଜାରି କରିବା ପରେ ମନୀଷ ସିସୋଦିଆ ଓ ଅନ୍ୟ ବ୍ୟକ୍ତିମାନେ ଦେଶ

୧୦କୋଟି ଗ୍ରାମାଞ୍ଚଳ ପରିବାରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି

ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶ “ଆଜାଦି କି ଅମୃତ ମହୋତ୍ସବ” ପାଳନ କରୁଥିବାବେଳେ ‘ଜଳ ଜୀବନ ମିଶନ’ (ଜେଜେଏମ୍‌) ୧୦କୋଟି ଗ୍ରାମୀଣ ପରିବାରକୁ ପାଇପ ଯୋଗେ ସ୍ୱଚ୍ଛ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେଇ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି । ୨୦୧୯ ଅଗଷ୍ଟ ୧୫ତାରିଖରେ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଅମିତ ରୋହିଦାସ ସମ୍ମାନିତ

ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ଆଜି ମୁଖ୍ୟାଳୟ ରେଳସଦନ ଠାରେ ଏହାର ବରିଷ୍ଠ କ୍ରୀଡ଼ା ଅଧିକାରୀ ତଥା ଭାରତୀୟ ପୁରୁଷ ହକି ଦଳର ଡିଫେଣ୍ଡର ଅମିତ ରୋହିଦାସଙ୍କୁ ରେଳପଥ କ୍ରୀଡା ସଂଗଠନର (ଇକୋର) ସଭାପତି ପୋଦ୍ଦାର, ସାଧାରଣ ସମ୍ପାଦକ ଅଶୋକ କୁମାର ମିଶ୍ର ଏବଂ

ପୂର୍ବତଟ ରେଳ ଦ୍ବାରା ସଦଭାବନା ଦିବସ ପାଳିତ

ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଏବଂ ସମସ୍ତ ରେଳମଣ୍ଡଳ ମାନଙ୍କ ଠାରେ ସଦଭାବନା ଦିବସ ପାଳନ କରାଯାଇଅଛି I ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରେଳବାଇ କର୍ମଚାରୀ ଓ ଅଧିକାରୀ ମାନେ

ବର୍ଷାରେ ବେହାଲ ଉତ୍ତରାଖଣ୍ଡ

 ବର୍ଷା ଏବେ ଭାରତର ଅନେକ ରାଜ୍ୟରେ ଉତ୍ପାତ କରୁଛି । ଲଗାଣ ବର୍ଷା ଓଡ଼ିଶା ସମେତ ଉତ୍ତରାଖଣ୍ଡରେ ମଧ୍ୟ ପ୍ରବଳ ବେଗରେ ବର୍ଷୁଛି । ଉତ୍ତରାଖଣ୍ଡରେ ଅନେକ ରାସ୍ତା ଧୋଇଯାଇଥିବା ବେଳେ ଭୀଷଣ ଜଳପ୍ରବାହରେ ଭାସିଯାଇଛି ପୋଲ। ବାଦଲଫଟା ବର୍ଷା ଯୋଗୁ ଡେରାଡୁନ ସ୍ଥତି ସଙ୍ଗୀନ ହୋଇଛି। ବାଦଲ ଫଟା

ମନ କି ବାତ ପାଇଁ ମତାମତ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୮,୨୦୨୨ ପୂର୍ବାହ୍ନ ୧୧ଟା ବେଳେ ପ୍ରସାରିତ ହେବାକୁ ଥିବା ମନ କି ବାତ କାର୍ଯ୍ୟକ୍ରମର ଆଗାମୀ ଅଧ୍ୟାୟ ପାଇଁ ଦେଶବାସୀଙ୍କ ଠାରୁ ବିଚାର ଓ ମତାମତ ଆହ୍ୱାନ କରିଛନ୍ତି । ମନ କି ବାତ ପାଇଁ ମତାମତ MyGov, Namo Appରେ ପଠାଇ ହେବ କିମ୍ବା