Browsing Tag

#metro tv

ତାଇଓ୍ବାନକୁ ନେଇ ଚୀନ ଆମେରିକା ମୁହାଁମୁହିଁ : ଯୁଦ୍ଧ ମୁହାଁ ବିଶ୍ବ

ଚାଇନାର ବିସ୍ତାରବାଦୀ ନୀତିକୁ ଆମେରିକା ପସନ୍ଦ କରୁନାହିଁ । ତାଇଓ୍ବାନକୁ ଜୋର ଜବରଦସ୍ତ ଦଖଲ କରିବାକୁ ଚାଇନା ଚାହୁଁଥିବା ବେଳେ ଆମେରିକା ଏଥିରେ ବଡ଼ ପ୍ରତିବନ୍ଧକ ସାଜିଛି । ଆଉ ଏପରି ସ୍ଥିତିରେ ତାଇଓ୍ବାନ ମଧ୍ୟ ଚୀନର ଧମକକୁ ଖାତିର କରୁନାହିଁ । ତାଇଓ୍ବାନ ଚାହୁଁଛି ତାହାର ସ୍ବାଧୀନତାରେ

ଗତକାଲିଠାରୁ ଶ୍ରୀଲିଙ୍ଗରାଜ ଅପୂଜା ଓ ଉପାସ

ଗତକାଲି ଠାରୁ ଶ୍ରୀ ଲିଙ୍ଗରାଜକୁ ଅପୂଜା ଓ ଉପାସ ରଖାଯାଇଛି। ପୂଜା ପଣ୍ଡା ଓ ବଡୁ ନିଯୋଗ ମଧ୍ୟରେ ପଇତା ଲାଗି ନୀତିକୁ ନେଇ ବିବାଦ ଲାଗିଥିବାରୁ ଗତକାଲି ସନ୍ଧ୍ୟା ଧୂପରୁ ନୀତି ବନ୍ଦ ରହିଥିବା ସୂଚନା ରହିଛି। ନୀତି ବିଭ୍ରାଟ ହୋଇଥିବାରୁ ଏପର୍ଯ୍ୟନ୍ତ କିଛି ନୀତି ହୋଇନାହିଁ। ଗତ ବର୍ଷଠାରୁ

ଭୁବନେଶ୍ୱର ସିଆଇଏସଏଫ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲି

ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ସାରାଦେଶ ପାଳନ କରୁଛି ଆଜାଦୀ କି ଅମୃତ ମହୋତ୍ସବ । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ସିଆଇଏସଏଫ୍ ୟୁନିଟ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲିର ଆୟୋଜନ କରାଯାଇଛି । ଲୋକମାନଙ୍କୁ ସଚେତନ କରାଇବା ଓ ମନରେ ଦେଶପ୍ରେମ ଜାଗ୍ରତ ଉଦ୍ଦେଶ୍ୟରେ ଏହି ରାଲି

୭୯ ବର୍ଷରେ ପାଦ ଦେଲେ ସୁର ରାଉତରାୟ

ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ 79 ତମ ଜନ୍ମଦିନରେ ଚାରିଆଡୁ ଶୁଭେଚ୍ଛାର ଶୁଆ ଶୁଟିଛି  । ସୁରେଶ କୁମାର ରାଉତରାୟଙ୍କ ଜନ୍ମ 1945 ମସହା ସେପ୍ଟେମ୍ବର 11ରେ ହୋଇଥିଲା । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଜଟଣୀ

ପ୍ରଧାନମନ୍ତ୍ରୀଙ୍କ ପାନିପତ ଗସ୍ତ ଆଜି

ଆଜି ହରିୟାଣାର ପାନପତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଇଣ୍ଡିଆନ୍ ଅଏଲ ପାନିପତ ରିଫାଇନାରୀରେ ୨ଜି ଇଥାନଲ ପ୍ଲାଣ୍ଟର ଲୋକାର୍ପଣ କରିବେ । ୯୦୦ କୋଟି ଟଙ୍କା ବ୍ୟୟରେ ଏହି ପ୍ଲାଣ୍ଟ ନିର୍ମାଣ କରାଯାଇଛି । ଏଠାରୁ ପ୍ରତିଦିନ ୧୦୦ କିଲୋଲିଟର ଇଥାନଲ ଉତ୍ପାଦନ ହୋଇପାରିବ ।

ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଯୋଗୀ ହେବ ଏନଏସଏଫ

ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଭାଗୀତାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଏସ୍ ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନ(ଏନଏସଏଫ) ଇଚ୍ଛା ପ୍ରକାଶ କରିଛି । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଏନଏସଏଫର ନିର୍ଦ୍ଦେଶକ ଡ଼ ସେଥୁରମଣ ପଞ୍ଚନାଥନ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ

ସ୍ୱାଧୀନତା ଦିବସରେ ସ୍କୁଲରେ ଭାଗ ନେବେ ଛାତ୍ରଛାତ୍ରୀ

ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ସରକାରୀଙ୍କ ମାର୍ଗଦର୍ଶିକା ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୬ ତମ ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ

୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ

କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ନିଜ ଘରେ ଜାତୀୟ ପତାକା ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ କରିଛନ୍ତି । ସେ କହିଥିଲେ ଯେ, ଆଜି ‘‘ଅଗଷ୍ଟ କ୍ରାନ୍ତି’’

ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟୁଇଟ୍‍ 

ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନରେ ଭାଗ ନେଇ ଆମ ସ୍ୱାଧୀନତା ସଂଗ୍ରାମକୁ ମଜବୁତ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।