Browsing Tag

#metro tv

ରାଜ୍ୟ ଗୋଷ୍ଠୀ କ୍ରୀଡାରେ ରେକର୍ଡ କରୁଛି ଇଣ୍ଡିଆ: ୯ମ ଦିନରେ କୁସ୍ତିରେ ପୁଣି ୩ ସ୍ବର୍ଣ୍ଣ

ଭାରତ ପାଇଁ ନବମ ଦିନରେ ଅନେକ ରେକର୍ଡ ହୋଇଛି। କୁସ୍ତିରେ ୩ ସ୍ବର୍ଣ୍ଣ ଓ ୧ କାଂସ୍ୟ ପଦକ ହାସଲ କରିଛି ଭାରତ। ମହିଳା ବର୍ଗରେ ରେସଲର ଭିନେଶ ଫୋଗାଟ ଓ ପୁରୁଷ ବର୍ଗରେ ରବି ଦାହିୟା ଏବଂ ନବୀନ ସ୍ବର୍ଣ୍ଣ ପଦକ ପାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆଜିର

ଭାରତ ୫୯ ରନ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ପରାସ୍ତ କଲା

ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟ୍ବେଣ୍ଟି-୨୦ ଶୃଙ୍ଖଳାକୁ ଭାରତ ଆଗୁଆ ୩-୧ରେ ଜିତିନେଇଛି। ଶନିବାର ଖେଳାଯାଇଥିବା ଚତୁର୍ଥ ମ୍ୟାଚ୍‌ରେ ଭାରତ ୫୯ ରନ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ପରାସ୍ତ କରିଛି। ପ୍ରଥମେ ଭାରତ ୧୯୧ ରନ୍ କରିଥିଲା । ୱେଷ୍ଟଇଣ୍ଡିଜ୍ ୧୩୨ରେ ସମସ୍ତ ୱିକେଟ୍ ହରାଇଥିଲା । ରୋହିତ ଶର୍ମା

ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି

ଏନ୍‌ଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ବିରୋଧୀ ଦଳମାନଙ୍କର ମିଳିତ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭାଙ୍କୁ ୩୪୬ ଭୋଟ୍‌ରେ ପରାଜିତ କରିଛନ୍ତି। https://twitter.com/ani_digital/status/1555924853693132800 ନବନିର୍ବାଚିତ

ଆମେରିକାରେ ଭାରତ -ଓ୍ବେଷ୍ଟଇଣ୍ଡିଜ ମୁକାବିଲା

ଆମେରିକାରେ ଆଜି ଖେଳାଯିବ ଭାରତ-ୱେଷ୍ଟଇଣ୍ଡିଜ ଟି-ଟ୍ୱେଣ୍ଟି ସିରିଜର ଚତୁର୍ଥ ମ୍ୟାଚ୍  । ଆମେରିକାର ଫ୍ଲୋରିଡାରେ ଏହି ମ୍ୟାଚ ଖେଳାଯିବାକୁ ନିଷ୍ପତ୍ତି ହୋଇଛି । ଦୁଇ ଦଳର ଖେଳାଳି ଅଭ୍ୟାସ କରିଥିବା ବେଳେ    ଆଜିର ମ୍ୟାଚ ଜିତି ପୁରା ସିରିଜ କବ୍‌ଜା କରିବାକୁ ଚେଷ୍ଟା କରିବ ଟିମ୍

ଇଂଲଣ୍ଡକୁ ହରାଇଲା ଭାରତ

ରାଜ୍ୟ ଗୋଷ୍ଠୀ କ୍ରୀଡାରେ ମହିଳା କ୍ରିକେଟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡକୁ 4 ରନରେ ପରାସ୍ତ କରିଛି ଭାରତ । ପ୍ରଥମେ ଟସ ଜିତି ଭାରତ ବ୍ୟାଟିଂ କରୁଛି । ଏହି ସେମିଫାଇନାଲ ଭାରତ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି ହୋଇଛି । ସେଫାଳି ବର୍ମା 15 ରନ୍ ସ୍ମୃତି ମାନଧାତା 61 ରନ୍ କରି ଆଉଟ

ଯୋଗୀଙ୍କ ରାକ୍ଷୀପୂର୍ଣ୍ଣିମା ଭେଟି

ରାକ୍ଷୀପୂର୍ଣ୍ଣିମା ଉପଲକ୍ଷେ ଉତ୍ତରପ୍ରଦେଶ ମହିଳାଙ୍କୁ ଯୋଗୀ ସରକାରଙ୍କ ବଡ ଭେଟି । ରାକ୍ଷୀପୂର୍ଣ୍ଣିମାରେ ଉତ୍ତରପ୍ରଦେଶ ମହିଳାଙ୍କ ପାଇଁ ସରକାରୀ ବସରେ ମାଗଣା ଯାତ୍ରା ପାଇଁ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ଅଥାର୍ତ ରାକ୍ଷୀ ପୂର୍ଣ୍ଣିମା ଦିନ ଉତ୍ତରପ୍ରଦେଶରେ ମହିଳା ମାନେ ବିନା

ଯୁଦ୍ଧ ଆଶଂକା ମଧ୍ୟରେ ତାଇୱାନକୁ ବଡ ଝଟକା

ସମୟ ବଢିବା ସହିତ ଚୀନ୍ ଓ ତାଇବାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଆହୁରି ଅଧିକ ଗମ୍ଭୀର ହେବାରେ ଲାଗିଛି । ଗତକାଲି ଚୀନର ଲଢୁଆ ବିମାନ ତାଇବାନ୍ ସୀମାରେ ଉଡିଥିବା ବେଳେ ଆଜି ତାଇୱାନକୁ ଲାଗିଛି ବଡ ଝଟକା । ତାଇୱାନର ମିଜାଇଲ୍ ଡେଭଲପମେଣ୍ଟ ଚିଫ୍ ଅଫିସରଙ୍କ ମୃତ ଦେହ ମିଳିଛି । ଏକ ହୋଟେଲ ରୁମରେ

ଲଗାଣ ବର୍ଷାରେ ସତର୍କ ରହିବା ଜରୁରୀ

ଗତ 24 ଘଂଟା ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ,

ଗତ 24 ଘଂଟାରେ ୮୩୬ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି

ରସଗୋଲା ଓଡ଼ିଶାର ମାତ୍ର କୋଲକତାରେ ବହୁତ ପ୍ରସିଦ୍ଧ : ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ରସଗୋଲା ଓଡ଼ିଶାର ବୋଲି କହିଥିବା ସୌରଭଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ପ୍ରବଳ ମାତ୍ରାରେ ଟ୍ରେଣ୍ଡ୍ କରୁଛି। ଓଡ଼ିଆମାନେ ହଜାର ହଜାର ସଂଖ୍ୟାରେ ଏହି ଭିଡିଓଟିକୁ ସେୟାର