ସ୍କୁଲରେ ଭୟାବହ ଗୁଳିକାଣ୍ଡ,୪ ମୃତ ୨୦ରୁ ଅଧିକ ଗୁରୁତର
ପୁଣି ତୁର୍କୀର ଏକ ସ୍କୁଲରେ ଭୟାବହ ଗୁଳିକାଣ୍ଡ । ସ୍କୁଲ ଛାତ୍ରର ଆଖିବୁଜା ଗୁଳିମାଡରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର । ମୃତକଙ୍କ ମଧ୍ୟରେ ତିନି ଛାତ୍ର ଓ ସ୍କୁଲର ଜଣେ ଶିକ୍ଷକ ସାମିଲ ଅଛନ୍ତି। ସ୍କୁଲରେ ଗୁଳିକାଣ୍ଡ ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା…