Browsing Tag

#metro tv

OMSA ଡାକ୍ତରଙ୍କ ଦାବି ପୂରଣ ଦିଗରେ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ ,  ଗଠନ ହେଲା ଉଚ୍ଚସ୍ତରୀୟ ଆନ୍ତଃ-ବିଭାଗୀୟ କମିଟି

OMSA ଡାକ୍ତରଙ୍କ ଦାବି ପୂରଣ ଦିଗରେ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ ।  ଗଠନ ହେଲା ଉଚ୍ଚସ୍ତରୀୟ ଆନ୍ତଃ-ବିଭାଗୀୟ କମିଟି । ସରକାରୀ ଡାକ୍ତରମାନଙ୍କ ଦୀର୍ଘଦିନର ସମସ୍ୟା ଓ ଅସନ୍ତୋଷର ସମାଧାନ ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ ବା OMSA…

ଆନିମେଟେଡ୍ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ୍

ଆନିମେଟେଡ୍ ଫିଲ୍ମ 'ମହାପ୍ରଭୁ ଜଗନ୍ନାଥ'ର ମୁକ୍ତିଲାଭ ଉପରେ ରୋକ୍ ଲଗାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ 'ଶ୍ରୀଜଗନ୍ନାଥ ତତ୍ତ୍ବ ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍କମିଟି'ର ଏକ ବିଶେଷ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ଫିଲ୍ମର ଟ୍ରେଲର…

ରାଜଧାନୀରେ ପୁଣି ହଣାକଟା , ରାତି ଅଧରେ ଲକ୍ଷ୍ମୀସାଗରରେ ବୁଲିଲା ଖଣ୍ଡା ,ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୋକାନୀ ଓ ମହିଳା…

ରାଜଧାନୀରେ ପୁଣି ହଣାକଟା । ରାତି ଅଧରେ ଲକ୍ଷ୍ମୀସାଗରରେ ବୁଲିଲା ଖଣ୍ଡା । ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୋକାନୀ ଓ ମହିଳା ଲହୁଲୁହାଣ ହୋଇଛନ୍ତି । ଖଣ୍ଡା ଚୋଟରେ ଆହତ ହୋଇଥିବା ଯୁବକ ହେଲେ ଉଦୟ କିରଣ । ଉଦୟ କିରଣ ଓ ମହିଳାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି ।…

‘ଶିଶୁ ବାଟିକା’ ରେ ୭ ହଜାର ୩୪୪ ଜଣ ଶିକ୍ଷକ ନିଯୁକ୍ତ ପାଇବେ , ଦରମା ମାସିକ୨୭,୨୦୦

ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର। ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଚାଲିଥିବା 'ଶିଶୁ ବାଟିକା' ପାଇଁ ସରକାର ୭ ହଜାର ୩୪୪ ଜଣ ଶିକ୍ଷକ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଅର୍ଥ ବିଭାଗ ପକ୍ଷରୁ ମିଳିଛି…

୧୨ ରେ ଉତ୍ତର ଓଡ଼ିଶାରେ ଘୂର୍ଣ୍ଣିବଳୟ ,ଏହା ପ୍ରଭାବରେ ପୁଣି ବର୍ଷା ବଢ଼ିବା ସମ୍ଭାବନା

ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ପୂରା କମିଯିବ । କେଉଁଠି କେମିତି ଅସରାଏ ବର୍ଷା ହୋଇପାରେ । କିନ୍ତୁ ବିସ୍ତୃତ ଅଞ୍ଚଳରେ ବର୍ଷା ଆଶଙ୍କା ନାହିଁ । ୧୨ ତାରିଖରେ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ହେବ । ଏହା ପ୍ରଭାବରେ ପୁଣି ବର୍ଷା ବଢ଼ିବା ସମ୍ଭାବନା ଅଛି । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର…

ମହିଳା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲା, ଶ୍ବାସରୁଦ୍ଧ ହୋଇ ତାଙ୍କର ଜୀବନ ଯାଇଛି – କଟକ ଡ଼ିସିପି

ମହିଳା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ସସପେନ୍ସ । ରହସ୍ୟ ଖୋଲିବ ପୋଷ୍ଟମୋର୍ଟମ ରିପୋର୍ଟ । ଶ୍ବାସରୁଦ୍ଧ ହୋଇ ତାଙ୍କର ଜୀବନ ଯାଇଛି ବୋଲି ସ୍ପଷ୍ଟ ହୋଇଛି । ଶରୀରରେ ଅନ୍ୟ କୌଣସି ବାହ୍ୟ ଆଘାତ ନାହିଁ । ଫାଉଲ ପ୍ଲେ ସମ୍ପର୍କରେ କୌଣସି ପ୍ରମାଣ ନାହିଁ । ତଥାପି…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ: ଆଜି ଏକ ମିଶ୍ରିତ ଦିନ ହେବ । ବ୍ୟବସାୟ ଭଲ ହେବ ଏବଂ ଆର୍ଥିକ ଲାଭ ହେବ, କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ମାନସିକ ଚିନ୍ତାର କାରଣ ହୋଇପାରେ । ଆପଣଙ୍କ କ୍ରୋଧ ଏବଂ ଆପଣଙ୍କ ବାଣୀକୁ ନିୟନ୍ତ୍ରଣ କରନ୍ତୁ, ନଚେତ୍ ଆପଣ ବିବାଦରେ ଫସିପାରନ୍ତି । ଆର୍ଥିକ କାରବାର ଏଡନ୍ତୁ । ବୃଷ: ଆଜି…

ସୁରତରେ କାର୍ଯ୍ୟ କରୁଥିବା ଗଞ୍ଜାମ ଜିଲ୍ଲାର ଶ୍ରମିକ ମାନଙ୍କ ପାଇଁ ଖୁସି ଖବର,ଏଣିକି ପ୍ରତିଦିନ ଚଳାଚଳ କରିବ ଅମୃତ…

ସୁରତରେ କାର୍ଯ୍ୟ କରୁଥିବା ଗଞ୍ଜାମ ଜିଲ୍ଲାର ଶ୍ରମିକ ମାନଙ୍କ ପାଇଁ ଖୁସି ଖବର । ବ୍ରହ୍ମପୁରରୁ ସୁରତ ଅଭିମୁଖେ ସପ୍ତାହକୁ ଦୁଇ ଥର ଯାଉଥିବା  ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଏଣିକି ପ୍ରତିଦିନ ଚଳାଚଳ କରିବ ।  ବ୍ରହ୍ମପୁର ରେଳ ଷ୍ଟେସନ୍ ର ଚତୁର୍ଥ ପ୍ଲାଟଫର୍ମରେ ସବୁଜ ପତାକା ଦେଖାଇ ଏହାର…

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପୁରୀରୁ କୋରାପୁଟ ଗଡ଼ିଲା ନୂଆ ଟ୍ରେନ୍,ଟ୍ରେନର ଶୁଭାରମ୍ଭ କଲେ ରେଳ ମନ୍ତ୍ରୀ…

ଶ୍ରୀକ୍ଷେତ୍ର ସହ ଯୋଡ଼ିହେଲା ଶାବର ଶ୍ରୀକ୍ଷେତ୍ର। ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପୁରୀରୁ କୋରାପୁଟ ଗଡ଼ିଲା ନୂଆ ଟ୍ରେନ୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସବୁଜ ପତାକା ଦେଖାଇ ଟ୍ରେନର ଶୁଭାରମ୍ଭ କରିଥିଲେ । ପୁରୀ–କୋରାପୁଟ ଏକ୍ସପ୍ରେସ ପୁରୀରୁ…

ପ୍ରଶାନ୍ତ ମହାସାଗରରେ ରଣନୈତିକ ମିଜାଇଲ ପରୀକ୍ଷଣ ସଫଳତା ସହ ସମ୍ପନ୍ନ କରିଛି ଚୀନ୍

ଚୀନ୍ ସୋମବାର ପ୍ରଶାନ୍ତ ମହାସାଗରରେ ରଣନୈତିକ ମିଜାଇଲ ପରୀକ୍ଷଣ ସଫଳତା ସହ ସମ୍ପନ୍ନ କରିଥିବା ଘୋଷଣା କରିଛି। ଏହି ପରୀକ୍ଷଣ ପୁରା କ୍ଷେତ୍ରର ଧ୍ୟାନ ଆକର୍ଷଣ କରିଛି। ପରମାଣୁ ଶକ୍ତିରେ ସଞ୍ଚାଳିତ ବୁଡାଜାହାଜରୁ ଏହି ମିଜାଇଲକୁ ପରୀକ୍ଷଣ କରାଯାଇଥିବା ବେଳେ ଏହା ନିର୍ଦ୍ଧାରିତ ଲକ୍ଷ୍ୟକୁ ସଠିକ…