Browsing Tag

#metro tv

ବମ୍‌ ସ୍କାର୍ଡ, ଡଗ୍‌ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ

ବୋମା ଧମକ ସତ୍ୱେ ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍‌ ସ୍କାର୍ଡ, ଡଗ୍‌ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ ହୋଇଛି । ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ ଶୁଣାଣି ଆରମ୍ଭ କରିଛନ୍ତି । ରାଜ୍ୟର ୩ଟି କୋର୍ଟ କଟକ ଜିଲା କୋର୍ଟ,…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ - ଆଜି ସନ୍ତାନଙ୍କ କାର୍ଯ୍ୟରେ ମନ ଖୁସି ରହିବ। ଶିକ୍ଷା କ୍ଷେତ୍ରରେ ଆଶାଜନକ ସଫଳତା ମିଳିବାର ଯୋଗ ରହିଛି। ପ୍ରେମ ସମ୍ପର୍କରେ ମଧୁରତା ବଢ଼ିବାର ସମ୍ଭାବନା ଅଛି। ହଠାତ୍ କିଛି ଆର୍ଥିକ ଲାଭ ହେବାର ସୁଯୋଗ ମିଳିପାରେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ ଦିନଟି ଶୁଭ ଅଟେ। ବୃଷ…

ସାରା ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ…

ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକକାଳୀନ ସାରା ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି…

ସରକାରଙ୍କ ଏସ୍‌ମା ନିୟମକୁ ମାନିବନି ଓମ୍‌ସା,ଆନ୍ଦୋଳନ ଜାରି ରଖିବାକୁ ଓମସାର ନିଷ୍ପତ୍ତି

ସରକାରଙ୍କ ଏସ୍‌ମା ନିୟମକୁ ମାନିବନି ଓମ୍‌ସା । ଆନ୍ଦୋଳନ ଜାରି ରଖିବାକୁ ଓମସାର ନିଷ୍ପତ୍ତି। ମଙ୍ଗଳବାର ସନ୍ଧ୍ୟାରେ ଓଡ଼ିଶା ମେଡିକାଲ ସେବା ସଂଘ(ଓମ୍ସା)ର ଜରୁରୀକାଳୀନ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ୨ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ ଜାରି ରଖିବା ଲାଗି ନିଷ୍ପତ୍ତି…

ଆଜିଠୁ ରାଜ୍ୟରେ ସ୍ଵାଭାବିକ ହେଲା ଧାନ କିଣା, ୧୯ଟି ଜିଲ୍ଲାରେ ଉଠାଯାଉଛି ଧାନ – ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ଆଜିଠୁ ରାଜ୍ୟରେ ସ୍ଵାଭାବିକ ହେଲା ଧାନ କିଣା। ୧୯ଟି ଜିଲ୍ଲାରେ ଉଠାଯାଉଛି ଧାନ। ମିଲର୍ସଙ୍କ କିଛି ଦାବିକୁ ରାଜ୍ୟ ସରକାର ମାନିଛନ୍ତି। ମଙ୍ଗଳବାର ମିଲର୍ସ ସଂଘ ସହିତ ଆଲୋଚନା ହୋଇଥିଲା। ଏନେଇ ସରକାରଙ୍କର ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛିବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର…

ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା

ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା । କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ । ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ ଗଣନା ହେବ ବୋଲି କହିଛନ୍ତି ରାଜନଗର DFO । ସୂଚନା ଥାଉକି, ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ…

ସିଏମ୍ ଟ୍ରଫି  ଚାମ୍ପିୟନସିପ ପାଇଁ ଆଜି ଠୁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ , ୧୪ ପର୍ୟ୍ୟନ୍ତ ଚାଲିବ

ରାଜ୍ୟରେ କ୍ରୀଡ଼ାର ମୂଳଦୁଆକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ସିଏମ୍ ଟ୍ରଫି  ଚାମ୍ପିୟନସିପର ଆୟୋଜନ କରାଯିବ। ଏଥିରେ ୪ଟି କ୍ରୀଡ଼ା ବିଭାଗରେ ଆୟୋଜିତ ହେବ ପ୍ରତିଯୋଗିତା। ୩୨ ହଜାରରରୁ ଅଧିକ ଯୁବ ଖେଳାଳି ଅଂଶଗ୍ରହଣ କରିବାର ସମ୍ଭାବନା। ଏନେଇ ଜାନୁଆରି ୭ରୁ ୧୪ ପର୍ୟ୍ୟନ୍ତ…

ଅସହ୍ୟ ଶୀତରେ କଲବଲ ହେଲା ଟ୍ୱିନ୍‌ ସିଟି,ଆସନ୍ତା ୨ରୁ ୩ ଦିନ ଯାଏ ପୂରା ଓଡ଼ିଶା ଥରିବ

ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା। ୫ ଡିଗ୍ରୀକୁ ଖସି ଆସିଲା ଥଣ୍ଡା। ଅସମ୍ଭାଳ ଜାଡ଼ ଥରାଇ ଦେଲା। ଖାଲି ଆଭ୍ୟନ୍ତରୀଣ କି ଦକ୍ଷିଣ ଓଡ଼ିଶା ନୁହେଁ, ଉପକୂଳ ବି ଥରିଲା। ଅସହ୍ୟ ଶୀତରେ କଲବଲ ହେଲା ଟ୍ୱିନ୍‌ ସିଟି। ଆଗକୁ ବି ଏଥିରୁ ତ୍ରାହି ମିଳିବାର ଆଶା ନାହିଁ। ଆସନ୍ତା ୨ରୁ ୩ ଦିନ ଯାଏ…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ - ଆଜି ଆପଣଙ୍କର କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ କାର୍ଯ୍ୟହାନି ହେବାର ସମ୍ଭାବନା ରହିଛି। ଅନ୍ୟମନସ୍କତା ଯୋଗୁଁ ହାତକୁ ଆସିଥିବା ସୁଯୋଗ ହାତଛଡ଼ା ହୋଇପାରେ, ତେଣୁ ସତର୍କ ରୁହନ୍ତୁ। ବ୍ୟବସାୟ କ୍ଷେତ୍ରରେ ନୂଆ ନିବେଶ କରିବା ପାଇଁ ଏହା ଅନୁକୂଳ ସମୟ ନୁହେଁ। କର୍ମକ୍ଷେତ୍ରରେ…

ନିଆଁରେ ପୋଡ଼ି ହୋଇ ୪ ଛାତ୍ର ଗୁରୁତର ହେବା ଘଟଣା,୫ଜଣ ଶିକ୍ଷକଙ୍କ ବିରେଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ

ନିଆଁରେ ପୋଡ଼ି ହୋଇ ୪ ଛାତ୍ର ଗୁରୁତର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ। ଜିଲ୍ଲା ପ୍ରଶାସନ ପାଇକ ଡାକୁଲଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟର ୫ଜଣ ଶିକ୍ଷକଙ୍କ ବିରେଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିବା ସାଙ୍ଗକୁ କାରଣ ଦର୍ଶାଅ ନୋଟିସ ଜାରି…