Browsing Tag

#metro tv

ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ

ପୁଲିସ ବିଭାଗର ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ୧୯ଜଣ ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏଥିମଧ୍ୟରୁ ଆଲୋକ କୁମାର ଜେନା ବଲାଙ୍ଗିରର ଅତିରିକ୍ତ ଏସପି ଥିବା ବେଳେ ତାଙ୍କୁ ବ୍ରହ୍ମପୁରକୁ ବଦଳି କରାଯାଇଛି । ବ୍ରହ୍ମପୁରର ଅତିରିକ୍ତ ଏସପି ସୀମା ସ୍ୱାଇଁଙ୍କୁ…

ବିଶ୍ୱବ୍ୟାପୀ ସର୍ବାଧିକ ରୋଜଗାର କରିଥିବା ୫ ଭାରତୀୟ ଫିଲ୍ମ ମଧ୍ୟରେ ସ୍ଥାନ ପାଇଲା

ଅଭିନେତା ରିଷବ ଶେଟ୍ଟୀଙ୍କ ‘କାନ୍ତାରା: ଚାପ୍ଟର ୧’ ଫିଲ୍ମ ଗତ ୨ ତାରିଖରେ ରିଲିଜ୍‌ ହୋଇଥିଲା। ରିଲିଜ୍‌ ହେବାର ୪ ଦିନ ମଧ୍ୟରେ ଏହି ଫିଲ୍ମ ବିଶ୍ୱବ୍ୟାପୀ ୩୩୫ କୋଟି ଟଙ୍କା ରୋଜଗାର କରିଛି। କେବଳ ଭାରତୀୟ ସିନେମା ହଲଗୁଡ଼ିକରୁ ଏହି ଫିଲ୍ମ ୨୨୩.୭୫ କୋଟି ଟଙ୍କାର ବ୍ୟବସାୟ କରିଛି। ଗୁରୁବାର…

ଜେନେରିକ୍ ଔଷଧ ଉପରେ ଟାରିଫ ଲଗାଯିବ ନାହିଁ – ଟ୍ରମ୍ପ

ଔଷଧ ଉପରେ ଟାରିଫ (ଶୁଳ୍କ) ଲଗାଯିବାକୁ ନେଇ ଟ୍ରମ୍ପ ପ୍ରଶାସନ ନିଜ ଆଭିମୁଖ୍ୟ କିଛିଟା ନରମ କରିଛି। ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ ଜେନେରିକ୍ ଔଷଧ ଉପରେ ଟାରିଫ ଲଗାଯିବ ନାହିଁ । ଏହା ଭାରତ ପାଇଁ ଆଶ୍ବସ୍ତି ଆଣିଦେଇଛି, କାରଣ ଭାରତ ଆମେରିକାକୁ ମୁଖ୍ୟତଃ ଜେନେରିକ ଔଷଧ ରପ୍ତାନି…

ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଆଜି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୧ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା…

ଏହି ଖାଇବା ସହ କରନ୍ତୁ ନିଜ ସକାଳର ଆରମ୍ଭ

ସକାଳ ସମୟରେ ଆମେ କ’ଣ ଏବଂ କିପରି ଖାଉ ତାହା ସାରା ଦିନ ଆମର ସ୍ୱାସ୍ଥ୍ୟ, ଶକ୍ତି ଏବଂ ପାଚନକୁ ପ୍ରଭାବିତ କରିଥାଏ। ବିଶେଷକରି ସକାଳ ସମୟରେ ଆମ ପେଟ ଖାଲିଥାଏ । ଏହି ସମୟରେ କ’ଣ ଖାଇବା ଉଚିତ କ’ଣ ନଖାଇବା ଉଚିତ ତାହାକୁ ‌ନେଇ ଲୋକଙ୍କ ମନରେ ଦ୍ବନ୍ଦ୍ବ ରହିଥାଏ।  ତେବେ ଆସନ୍ତୁ ଜାଣିବା…

ମହିଳା କ୍ରିକେଟ୍ ବିଶ୍ବକପ୍‌, ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍

ଚଳିତ ଏକଦିବସୀୟ ମହିଳା କ୍ରିକେଟ୍ ବିଶ୍ବକପ୍‌ରେ ପାକିସ୍ତାନର ପରାଜୟ ଧାରା ଜାରି ରହିଛି। ମଙ୍ଗଳବାର ନିଜ ତୃତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆଠାରୁ ୧୦୭ ରନ୍‌ର ବଡ଼ ବ୍ୟବଧାନରେ ହାରି ହ୍ୟାଟ୍ରିକ୍ ପରାଜୟ ବରଣ କରିଛି ଏହି ଦଳ। ଏହା ପୂର୍ବରୁ ପାକିସ୍ତାନ ନିଜ ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶ ଏବଂ…

୧୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା

ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ। ଏଥିସହ ନୂଆପଡ଼ାରେ ୧୬ ମିମି ଓ ଚାନ୍ଦବାଲିରେ ୧୩.୨ ମିମି ଲେଖାଏଁ…

ଆଜିର ରାଶିଫଳ

ମେଷ: କାମ କ୍ଷେତ୍ରରେ ଆପଣଙ୍କର ପ୍ରଶଂସା ହେବ। ଟଙ୍କାପଇସା ଦିଆ ନିଆ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। କୌଣସି ବୟୋଜ୍ୟେଷ୍ଠଙ୍କୁ ସାହାଯ୍ୟ କରିବେ। ଛାତ୍ରଛାତ୍ରୀଙ୍କର କିଛି ସପ୍ନ ସାକାର ହେବ। ବୃଷ: ଆପଣଙ୍କ ମନ ଭାବନାତ୍ମକ ରୂପେ ଅଧିକ ମଜଭୁତ ରହିବ। ଆପଣ କୌଣସି ସହକର୍ମୀ ବା…

ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ମୁମ୍ବାଇ ଆକ୍ରମଣ ପରେ କଂଗ୍ରେସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନଥିଲା ଓ ଆତ୍ମସମର୍ପଣ କରିଦଇଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।  ନଭି ମୁମ୍ବାଇ ଏୟାରପୋର୍ଟର ଉଦଘାଟନ ସମୟରେ  ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଏବଂ ପୂର୍ବତନ ଗୃହମନ୍ତ୍ରୀ  ପି. ଚିଦାମ୍ବରମଙ୍କୁ ତୀବ୍ର…

ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା

ଚଳିତବର୍ଷ ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥର କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି…