ପରସ୍ପରକୁ ‘ନମସ୍ତେ’ କରିବା ସହ ଦୀର୍ଘ ସମୟ ଧରି କଥାବାର୍ତ୍ତା ହେଲେ ମୋଦୀ ଏବଂ ରାହୁଲ ଗାନ୍ଧୀ
ଭାରତୀୟ ରାଜନୀତିରେ ଆଜି ସକାଳେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ମହାନ ସମାଜ ସଂସ୍କାରକ ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀ ଅବସରରେ ଦିଲ୍ଲୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…