୧୬ ଡିସେମ୍ବରରୁ ୧୩ ଜାନୁଆରୀ ପର୍ଯ୍ୟନ୍ତ ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଅନୁମୋଦନ
ଶ୍ରୀମନ୍ଦିର ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଉଭୟ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ଅନୁମୋଦନ । ୧୬ ଡିସେମ୍ବରରୁ ୧୩ ଜାନୁଆରୀ ପର୍ଯ୍ୟନ୍ତ ପହିଲି ଭୋଗ ନୀତି ପାଇଁ ରାତ୍ରୀ ୨ଟାରୁ ହେବ ଦ୍ଵାରଫିଟା । ଶୃଙ୍ଖଳିତ ଦର୍ଶନ ପାଇଁ ସେବାୟତମାନେ ଗଠନ କରିବେ ସବ୍ କମିଟି । ତିନି ପ୍ରଶାସନ ଓ…