Browsing Tag

#metro tv

୨ୟ T-20 : ଭାରତକୁ ୫୧ ରନରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା

ନ୍ୟୁ ଚଣ୍ଡିଗଡ଼ର ମହାରାଜା ଯାଦବିନ୍ଦ୍ର ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମଠାରେ ଖେଳାଯାଉଥିବା ୨ୟ T-20ରେ ଭାରତକୁ ୫୧ ରନରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା । ଏହା ସହିତ ଏହି ସିରିଜ ଏବେ ୧-୧ରେ ବରାବର ହୋଇଯାଇଛି । ଦକ୍ଷିଣ ଆଫ୍ରିକା  ଦ୍ବାରା ରଖାଯାଇଥିବା ୨୧୪ ରନର ଲକ୍ଷ୍ୟ ଜବାବରେ…

ନଡିଏ ଏବଂ ସିଡିଏସ ପରୀକ୍ଷା ୨୦୨୬ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭାରତୀୟ ସେନାରେ  ଅଫିସର ହେବାର ସ୍ୱପ୍ନ ହଜାର ହଜାର ଯୁବକ ଦେଖିଥାନ୍ତି, ଯେଉଁ କାରଣରୁ ସେମାନେ ଏଥିପାଇଁ ବହୁତ କଠିନ ପରିଶ୍ରମ କରନ୍ତି ଏବଂ ପରୀକ୍ଷା ସହ ଏସଏସବି ଦେଇଥାନ୍ତି । ବର୍ତ୍ତମାନ ୟୁପିଏସସି ପକ୍ଷରୁ ଏନଡିଏ ଏବଂ ସିଡିଏସ ପରୀକ୍ଷା ୨୦୨୬ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫୋନ୍ ଯୋଗେ ଆଲୋଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫୋନ୍ ଯୋଗେ ଆଲୋଚନା କରିଛନ୍ତି । ଭାରତ-ଆମେରିକା ରଣନୈତିକ ସହଭାଗୀତାର ପ୍ରଗତି ବିଷୟରେ ବିସ୍ତୃତ ଆଲୋଚନା କରିଛନ୍ତି । ଉଭୟ ନେତା ଦୁଇ ପ୍ରମୁଖ ଗଣତନ୍ତ୍ର ମଧ୍ୟରେ ଦ୍ରୁତ ଗତିରେ ସୁଦୃଢ଼ ହେଉଥିବା ସମ୍ପର୍କ ଏବଂ…

ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା

ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି। ସମସ୍ତ ପରୀକ୍ଷା…

ରାଜ୍ୟ ସ୍ତରୀୟ ନିଯୁକ୍ତି ମେଳାରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରେ ଆୟୋଜିତ ରାଜ୍ୟ ସ୍ତରୀୟ ନିଯୁକ୍ତି ମେଳାରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ ନଗର ଉନ୍ନୟନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଜଳ ସମ୍ପଦ ବିଭାଗର ୨୫୨ ଜଣ,…

ପିସିସି ସଭାପତି ଭକ୍ତ ଦାସ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ବ ନେବା ଅସମ୍ଭବ ବ୍ୟାପାର – ମହମ୍ମଦ ମୋକିମ

ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ । ୩ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ୱ । ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମଠାରୁ ପୁରା ଅଲଗା । ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧୀ ପରିବାରକୁ ସମାଲୋଚନା କରିଥିଲେ…

ବହୁ ପ୍ରତୀକ୍ଷିତ “ଗୋଲ୍ଡ କାର୍ଡ” କୁ ଆନୁଷ୍ଠାନିକ ଭାବରେ ଆରମ୍ଭ କଲେ ଟ୍ରମ୍ପ୍, ୧୦ ଲକ୍ଷ ଡଲାର ଦିଅ…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବୁଧବାର ଦିନ ଘୋଷଣା କରିଛନ୍ତି ଯେ, ତାଙ୍କର ବହୁ ପ୍ରତୀକ୍ଷିତ "ଗୋଲ୍ଡ କାର୍ଡ" ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ଏହି ଯୋଜନା ଅନ୍ତର୍ଗତ, ଜଣେ ବ୍ୟକ୍ତି ୧୦ ଲକ୍ଷ ଡଲାରଦେଇ ଆଇନଗତ ସ୍ଥିତି ଏବଂ ଶେଷରେ ଆମେରିକୀୟ ନାଗରିକତା…

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଗତ ୧୦ ଦିନରେ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା । ଆଜି ଭୋର ୫ଟା ୩୦ରେ ୧୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଡିସେମ୍ୱର ୧ରେ ୨୨.୬ ଡିଗ୍ରୀ ସେଲିସୟସ ରେକର୍ଡ କରାଯାଇଥିଲା । ସେହିପରି ଡିସେମ୍ୱର ୨ ତାରିଖରେ ୨୧ ଡିଗ୍ରୀ, ୩…

ଆଜିର ରାଶିଫଳ

ମେଷ: ଏକାଗ୍ର ମନରେ କରୁଥିବା କାମ ଲାଭଦାୟକ ସାବ୍ୟସ୍ତ ହେବ। ଚାକିରିଜୀବୀ ଅଧିକାରୀଙ୍କର ସାହାଯ୍ୟ ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ପାରିବାରିକ ଜୀବନରେ ସୁଖୀ ରହିବେ। ‌ ବୃଷ: ଆପଣଙ୍କ ମନ ଘରୋଇ କାମଧନ୍ଦାରେ ଲାଗିବ। ବେପାରରେ ଲାଭ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ।…

ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ

ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ତାଙ୍କର ଦୀର୍ଘଦିନର ପ୍ରେମିକ ନୋମିଶ ଭାରଦ୍ୱାଜଙ୍କୁ ଡିସେମ୍ବର ୫ ତାରିଖରେ ବାହା ହୋଇଥିଲେ। ଏହି ଦମ୍ପତିଙ୍କର ଏକ ଇଣ୍ଟିମେଣ୍ଟ ବିବାହ ହୋଇଥିଲା। ଯେଉଁଥିରେ କେବଳ ଉଭୟ ପରିବାର ଏବଂ ନିକଟତର ବନ୍ଧୁମାନେ ସାମିଲ…