ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା, ଦଳାଚକଟା ଯୋଗୁଁ ୩୧ ଜଣଙ୍କର ମୃତ୍ୟୁ
ତାମିଲନାଡ଼ୁରୁ ଆସିଲା ବଡ ଖବର | ଅଭିନେତା ତଥା ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା । ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୧ ଜଣଙ୍କ ମୃତ୍ୟୁ ମୃତ୍ୟୁ | ଶତାଧିକ ଲୋକ ଆହତ ସୂଚନା | ସୂତ୍ରରୁ ମିଳିଥିବା ସୂଚନା ମୁତାବକ ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ…