ପରଲୋକରେ ବିଧାୟକ କାଙ୍ଗାଳୀ ଚରଣ ପଣ୍ଡା
ମେଟ୍ରୋ ଟିଭି ଓଡିଶା,୧୨/୨ : ପରଲୋକରେ ବରିଷ୍ଠ କଂଗ୍ରେସ ନେତା ତଥା ଧର୍ମଶାଳାର ପୂର୍ବତନ ବିଧାୟକ କାଙ୍ଗାଳୀ ଚରଣ ପଣ୍ଡା । ଆଜି ଭୋର ସମୟରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା । ୧୯୮୦ରୁ!-->…