ବାତ୍ୟା ‘ମୋକା’ ଆସୁଛି
ନୂଆଦିଲ୍ଲୀ: - ଅତି ଭୀଷଣ ବାତ୍ୟାର ରୂପ ନେଲା 'ମୋକା' । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଲା । ଏବେ ଘଣ୍ଟା ପ୍ରତି ୯ କିମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି 'ମୋକା' । ୧୪ ମଧ୍ୟାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିିଛି । …