ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ବନ୍ଧୁ ସମ୍ବୋଧନ କରି ଟ୍ରମ୍ପଙ୍କୁ ଏକ୍ସରେ ଶୁଭେଚ୍ଛା ଜଣାଇଲେ ମୋଦି । ସେ ଲେଖିଛନ୍ତି, 'ଆଗାମୀ ଦିନରେ ଭାରତ-ଆମେରିକା ସଂପର୍କ ଆହୁରି ସୁଦୃଢ଼ ହେବ' । ବିଶ୍ବରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବାକୁ ମିଶି କାମ କରିବା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ଆମେରିକାର…