Browsing Tag

#Modi'srailgranttoOdisha

ଓଡିଶାକୁ ମୋଦିଙ୍କ ରେଳ ଅନୁଦାନ

ମେଟ୍ରୋ ଟିଭି ଓଡିଶା,୩/୨ : ଓଡ଼ିଶାକୁ ସର୍ବାଧିକ ରେଳ ଅନୁଦାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ବର୍ଷ ୯୭୨୩ କୋଟି ଦେଇଛନ୍ତି । ୨୦୦୯ରୁ ୧୪ ପର୍ଯ୍ୟନ୍ତ ବାର୍ଷିକ ହାରାହାରି ୮୩୪ କୋଟି ମିଳୁଥିଲା । ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଅଧିକ