Browsing Tag

Mohan Majhi

ଝାଡ଼ଖଣ୍ଡରେ ନିର୍ବାଚନୀ ପ୍ରଚାର କରିବାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଲୋକଙ୍କ ଭୋଟ୍‌…

ଦିନିକିଆ ବଲାଙ୍ଗିର ଗସ୍ତରେ ମୋହନ ମାଝି

ବେଲପଡାରୁ ହେଲିକପ୍ଟରରେ ଆସି ପାଟଣାଗଡ ରମାଇ ହାଇସ୍କୁଲରେ ପହଞ୍ଚିବେ । ପାଟଣାଗଡ SDH ହସପିଟାଲକୁ ଉଦଘାଟନ କରିବେ ।ଏହାସହ ପାଟଣାଗଡ ବାଇପାସ୍ ୮ କିଲୋମିଟର ରାସ୍ତାର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ। ପାଟଣାଗଡ ରଜଖମାରରେ ମଧ୍ୟାହ୍ନ ଭୋଜନ କରିବେ ମୁଖ୍ୟମନ୍ତ୍ରୀ । ପୁଣି ହେଲିକେପ୍ଟରରେ…

ଦୀପାବଳି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋହନ ମାଝି

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆରେ ସେ ଟୁଇଟ୍ କରି କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀ ମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର…