Browsing Tag

mohanmajhi

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ…

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତ କେନ୍ଦ୍ର ମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ମୋହନ କରିଛନ୍ତି ନିମନ୍ତ୍ରଣ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ…

ଚାରିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ନୂଆଦିଲ୍ଲୀରେ ଚାରିଦିନିଆ ଗସ୍ତ ଆରମ୍ଭ କରିବେମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ତାଙ୍କ ସରକାରର ପ୍ରଥମ ବର୍ଷର କାର୍ଯ୍ୟଦକ୍ଷତା ରିପୋର୍ଟ ଉପସ୍ଥାପନ କରିବେ ଏବଂ ଭବିଷ୍ୟତ ଯୋଜନା ବିଷୟରେ ଆଲୋଚନା କରିବେ। ଏହି…

ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଏହା ପୂର୍ବରୁ ସମୀକ୍ଷା ବୈଠକ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ  | ଏହି ଜନ ଅଭିଯୋଗ ଶୁଣାଣି ଶିବିର ସମ୍ବଲପୁର ଦୁର୍ଗାପାଲିଠାରେ ହେବ । ଆସନ୍ତାକାଲିର ଅଭିଯୋଗ ଶୁଣାଣିରେ…

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ । ଦଳ ପକ୍ଷରୁ ଆୟୋଜିତ ହୋଲି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରିଷ୍ଠ ନେତୃବୃନ୍ଦ ଓ ସାମ୍ବାଦିକଙ୍କ ଗହଣରେ ହୋଲି ଖେଳିଛନ୍ତି । ପ୍ରତିବର୍ଷ ପରି ଏବର୍ଷ ବି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…

ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଉଦଳାରେ ବାଥୁଡି ସମାଜର ବାର୍ଷିକ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ମାଆ କିଚେକେଶ୍ବରୀଙ୍କର ଦର୍ଶନ କରିବେ ।  ଯଶିପୁରରେ ରାତ୍ରି ରହଣୀ ସହ ଆସନ୍ତାକାଲି ରାମତିର୍ଥରେ ମିନି ମାରାଥନରେ ଯୋଗଦେବେ । ଡିଡି କଲେଜ ପଡିଆରେ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାର ଉଦଘାଟନ କରିବେ…

ମାର୍ଚ୍ଚ ୨ରେ କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୨ରେ ଆସିବେ। ମୟୂରଭଞ୍ଜ ଜିଲାରେ ୨ ଦିନିଆ ଗସ୍ତ କାର୍ଯ୍ୟକ୍ରମ ସାରି ୨ ତାରିଖ ପୂର୍ବାହ୍ନ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅବତରଣ କରିବେ। ସେଠାରେ ହେବାକୁ ଥିବା ଆଞ୍ଚଳିକ…

ମାଟ୍ରିକ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା | ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ଛାତ୍ରଛାତ୍ରୀଙ୍କୁ ମିଶାଇ ମୋଟ 5 ଲକ୍ଷ, 22 ହଜାର 336 ବିଦ୍ୟାର୍ଥୀ ଦେବେ ପରୀକ୍ଷା । ଏଥିପାଇଁ ବୋର୍ଡ ପକ୍ଷରୁ 3 ହଜାର 133 ଟି ପରୀକ୍ଷା କେନ୍ଦ୍ର ଓ 314 ଟି ନୋଡାଲ ସେଣ୍ଟର ପ୍ରତିଷ୍ଠା…

କେନ୍ଦୁଝର ଗସ୍ତରେ ଆସିବେ ମୋହନ ମାଝି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦ୍‌ଘାଟନ କରିବେ…

`ବିକଶିତ ଗାଁ ବିକଶିତ ଓଡିଶା’ର ଉଦଘାଟନ କରିବେ ମୋହନ ମାଝି

`ବିକଶିତ ଗାଁ ବିକଶିତ ଓଡିଶା'ର ଶୁଭ ଉଦଘାଟନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଖୋର୍ଦ୍ଧା ଜଙ୍କିଆରେ ଅନୁଷ୍ଠିତ ହେବ ଉଦଘାଟନ ଉତ୍ସବ । ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ ଅର୍ଥନୀତି ସୁଦୃଢ ହେବା ସହ ଗ୍ରାମୀଣ ଜୀବନ ସୁଗମ ହୋଇପାରିବ । ଏହି ଯୋଜନାରେ ୫ ବର୍ଷ ପାଇଁ ୫…