Browsing Tag

mohanmajhi

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି। ଭବିଷ୍ୟତରେ…

ରାଜ୍ୟରେ ମହିଳାଙ୍କ ପାଇଁ ହେବ ସ୍ବତନ୍ତ୍ର ଇଣ୍ଡଷ୍ଟ୍ରିଆଲ ପାର୍କ : ମୋହନ ମାଝି

ଚାଲିଛି ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ-୨୦୨୫ । ତେବେ ଆଜି ଦ୍ବିତୀୟ ଦିନ ମହିଳା ନିବେଶକଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ମହିଳା ନିବେଶକଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ୍ ପାର୍କ କରିବେ ରାଜ୍ୟ ସରକାର। ଏଥିସହ ଇପିକଲରେ ମହିଳା ନିବେଶକଙ୍କ…

ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି ଘୋଷଣା କଲେ ମୋହନ ମାଝି

କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ ମୋଟ ଛଅ ଦିନ ଛୁଟି ରହିବ। ସେହିପରି ସ୍କୁଲଗୁଡିକ ଜାନୁଆରୀ ୧୧ ରୁ ୧୭ ପର୍ଯ୍ୟନ୍ତ ସାତ ଦିନ ପାଇଁ ଛୁଟି ରହିବ। ମକର ସଂକ୍ରାନ୍ତି ଦକ୍ଷିଣ…

ମୋହନ ଚରଣ ମାଝୀଙ୍କ ଜନ୍ମଦିନରେ ଓଡିଶାକୁ ମୋଦୀଙ୍କ ବଡ ଉପହାର

ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର ସଂକଳ୍ପ ନେଇ ଆମେ କାର୍ଯ୍ୟ କରୁଛୁ। ୨୦୧୪ ରେ ଅନେକ ସ୍ବପ୍ନ ଦେଖି କାମ ଆରମ୍ଭ କରିଥିଲୁ। ତେଣୁ ଗତ ଏକ ଦଶକ ଭିତରେ ଅନେକ ପରିବର୍ତ୍ତନ…

୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି : ମୋହନ ଚରଣ ମାଝୀ

ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ…

ମୋହନ ଚରଣ ମାଝୀ ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ  ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ…

ନବବର୍ଷ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଇଂରାଜୀ ନୂତନ ବର୍ଷରେ ଆନୁଷ୍ଠାନିକ ଭାବେ କୌଣସି ଉତ୍ସବ ଏବଂ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ବୋଲି ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ସେ ଉଲ୍ଲେଖ କରିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ…

ପ୍ରଧାନମନ୍ତ୍ରୀଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନିମନ୍ତ୍ରଣ ଜଣାଇଛନ୍ତି।

ଓଡିଶାର ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କା ଦାବି କଲେ ମୁଖ୍ୟମନ୍ତ୍ରୀ

ସ୍ବତନ୍ତ୍ର ସହାୟତା ଯୋଜନା 2025- 26 ଅଧୀନରେ ଓଡିଶା କୁ ଅଧିକ ଆବଣ୍ଟନ ମିଳୁ ବୋଲି କେନ୍ଦ୍ର ଆଗରେ ଦାବୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ |କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେର ଠାରେ ବସିଥିଲା ପ୍ରାକ-ବଜେଟ୍ ପରାମର୍ଶ ବୈଠକ |ଏଥିରେ…

ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ

ଆସନ୍ତା ଡିସେମ୍ବର ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ।…