Browsing Tag

mohanmajhi

ଦିଲ୍ଲୀରେ ପ୍ରି-ବଜେଟ ବୈଠକରେ ଯୋଗ ଦେବେ ମୋହନ ଚରଣ ମାଝୀ

ଦିଲ୍ଲୀରୁ ଆଜି ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଜୟପୁରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ପ୍ରି-ବଜେଟ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ରାଜସ୍ଥାନରେ 55ତମ ଜିଏସଟି ବୈଠକ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ 20 ଏବଂ 21…

୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।

ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଲକାନଗିରି,କୋରାପୁଟ ଓ ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ମାଲକାନଗିରିରେ କୃଷକ ମେଳା ଓ ପଲିଶ୍ରି ମେଳାର କରିବେ ଉଦ୍ଘାଟନ। ତାହା ସହ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମ ଭାଗ ନେବେ।  କୋରାପୁଟରେ ଅନୁଷ୍ଠିତ…

ମହାରାଷ୍ଟ୍ରରେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଆଜି ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଗୁରୁବାର ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶପଥ ଗ୍ରହଣ କରିବେ।…

ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଅଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼ ସରକାରୀ କଲେଜ ନିକଟସ୍ଥ ଯାତ୍ରା…

ଆଜି ଜାତୀୟ ୭୬ତମ ଏନସିସି ଦିବସ

ଆଜି ଜାତୀୟ ୭୬ତମ ଏନସିସି ଦିବସ | ଜାତୀୟ ଏନସିସି  ଦିବସ ସାରା ଭାରତରେ ପାଳିତ ହେଉଛି | ଓଡିଶା ଏନସିସି ନିର୍ଦଶାଳୟ ପକ୍ଷରୁ ଆଜି କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଏନସିସି ଦିବସ ବହୁ ଆଡମ୍ବରରେ ପାଳିତ ହେଉଛି  । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନସିସି କ୍ୟାଡେଟମାନଙ୍କ…

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରବାସୀ ଭାରତୀୟ ସମ୍ମିଳନୀର ୱେବସାଇଟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜାନୁୟାରୀ ମାସରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ । ଏନେଇ କେନ୍ଦ୍ର ସରକାରଙ୍କ ବୈଦେଶିକ ବ୍ୟାପାର…

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍

ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେଣ୍ଡର୍ ବା ହାଲୁକା ଗୋଲାପୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସ ମାନେ। ନର୍ସ ମାନେ ଉଭୟ ଗୋଲାପୀ ରଙ୍ଗର ପ୍ୟାଣ୍ଟ୍ ସର୍ଟ ପିନ୍ଧିବେ। ଆସିଷ୍ଟାଣ୍ଟ୍ ନର୍ସିଂ ସୁପରିଟେଣ୍ଡଣ୍ଟ୍ ମାନେ ସାୟନ୍ ବ୍ଲୁ…

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ। ଏ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ ମଧ୍ୟ କହିଛନ୍ତି। ୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ…

୨ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ କରିବେ ଯୋଗଦାନ । ଏହି ଗସ୍ତ ସମୟରେ ଅନେକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ । ଓଡ଼ିଶାର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ କରିପାରନ୍ତି ଆଲୋଚନା । ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ…