Browsing Tag

mohanmajhi

ଆସନ୍ତା ୪ ଓ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଆସନ୍ତାକାଲି ନଭେମ୍ବର ୪  ତାରିଖ(ସୋମବାର ) ଏବଂ ଆଗାମୀ ନଭେମ୍ବର ୧୧  ତାରିଖ (ସୋମବାର)ରେ  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ | ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ  ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ |ଏନେଇ ସାଧାରଣ…

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ

ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ସିଏମ। ନଭେମ୍ବର 18ରୁ 20 ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା - ମେକ୍ ଇନ୍ ଓଡ଼ିଶା କନକ୍ଲେଭ 2025 ପାଇଁ ସିଙ୍ଗାପୁରରେ ହେବ ରୋଡ ସୋ। ଓଡ଼ିଶା ଆସିବା ପାଇଁ ନିବେଶକ…

ପୂର୍ବ ସରକାରକୁ ଟାର୍ଗେଟ କରି ସମାଲୋଚନା କଲେ ମୁଖ୍ୟମନ୍ତ୍ରୀ

ବିଜେଡି କଥା କହିବାରେ ମାହିର, ହେଲେ କାମ କରିବାରେ ଶୂନ। ଲୋୟର ସୁକତେଲ ପ୍ରକଳ୍ପ ପାଇଁ ୨୪ରୁ ୨୬ ବର୍ଷ ଲାଗିଗଲା। ତଥାପି ସୁକତେଲ ପ୍ରକଳ୍ପରୁ ଲୋକଙ୍କୁ ପାଣି ମିଳୁନି। ୧୯୯୮ରେ ଭିତ୍ତି ପଡ଼ିଥିବା ପ୍ରକଳ୍ପ ୨୦୨୪ ପର୍ଯ୍ୟନ୍ତ ବି ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲାନି। ତରବରିଆ ଭାବେ ଏହାର…

‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ…

ଦୁର୍ନୀତିଖୋର ଅଧିକାରୀଙ୍କୁ କୌଣସି ସୁରକ୍ଷା ଦେବେନାହିଁ ସରକାର

ଦୁର୍ନୀତିଖୋର ଅଧିକାରୀଙ୍କୁ  କଠୋର ଦଣ୍ଡ ମିଳିବ । କାହାକୁ ଛଡାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେଉଁମାନେ ଦୁର୍ନୀତି କରୁଛନ୍ତି ତାକୁ ପ୍ରଶୟ ଦେବନାହିଁ ସରକାର। ଦୁର୍ନୀତି ନିବାରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଓଡ଼ିଶା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ…

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଜି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ…

ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିଛନ୍ତି ରାଜ୍ୟ ସରକାର

ଖିଲାପ କଲେ କ୍ଷମା ନାହିଁ, ଭଲ କାମ କଲେ ପୁରସ୍କାର। ଏହି ପ୍ରତିଶ୍ରୁତି ପାଳନ କରିଛନ୍ତି ସରକାର। ବାତ୍ୟା ସମୟରେ ପ୍ରଶଂସନୀୟ କାର୍ଯ୍ୟ କରିଥିବାରୁ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକର ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ତାଙ୍କୁ…

ନଭେମ୍ବର ୨୯ରେ ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ଯ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ। ଏହି ଅବସରରେ…

ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର  କାର୍ଯ୍ୟକୁ  ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।  ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ…

ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି…