୧୦ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ସମଗ୍ର ଦେଶର ମୌସୁମୀ ବିଦାୟ ନେଉଥିବା ବେଳେ ଅକ୍ଟୋବର ୧୬ ପର୍ଯ୍ୟନ୍ତ ୧୦ ଟି ରାଜ୍ୟରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏହି ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ…