ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ
ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ କରିଛନ୍ତି। ବିଧାନସଭା…