ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ୧୪ ବିଭାଗରେ ପୁରସ୍କାର ପାଇଁ ଆବେଦନ ଆରମ୍ଭ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୧୪ ବିଭାଗରେ ଆବେଦନ ଆରମ୍ଭ । ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ସମସ୍ତ…