ନାବାର୍ଡ ପକ୍ଷରୁ ବାହାରିଲା ଚାକିରି
ନ୍ୟାସନାଲ ବ୍ୟାଙ୍କ ଫର ଏଗ୍ରିକଲଚରାଲ ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ) ପକ୍ଷରୁ ଏକ ଭଲ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ୍-ସି ଅଫିସ୍ ଆଟେଣ୍ଡାଣ୍ଟ ପଦବୀ ପାଇଁ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି । ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ 108 ଟି ପଦବୀ ପୂରଣ ହେବ । ଇଚ୍ଛୁକ ଏବଂ ଯୋଗ୍ୟ…