ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ
ଭୁବନେଶ୍ବର: ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀଉଦ୍ୟାନ । ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଥିବାବେଳେ ଗତକାଲି ନୂଆବର୍ଷ ଥିବାରୁ ଏହାକୁ ଖୋଲା ରଖାଯାଇଥିଲା । ଏଣୁ ତା ପରିବର୍ତ୍ତେ ଆଜି ନନ୍ଦନକାନନକୁ ବନ୍ଦ ରଖାଯାଇଛି । ଏନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା…