Browsing Tag

News

ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ

ସପ୍ତାହକ ପରେ ଓଡ଼ିଶାର ଗଣପର୍ବ ରଜ । ଏଥର ରଜକୁ ମନଭରି ଉପଭୋଗ କରିବେ ଓଡ଼ିଶାବାସୀ । କାରଣ ଏଥର ରଜରେ ତାତି କମିବ, ବର୍ଷା ବଢିବ । ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ। କୋହଲା ପାଗରେ ଜମିବ କବାଡି ଓ ଦୋଳି ଖେଳ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ…

ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ

କୋଟିଆ ପ୍ରସଙ୍ଗରେ ଅନୁଷ୍ଠିତ ବୈଠକ ପରେ  ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ବିଭିନ୍ନ ବିଭଗକୁ ମାସକ ମଧ୍ୟରେ କାଟିଆ ସଂପର୍କରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କେରାରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧୀନସ୍ଥ କୋଟିଆ ଗ୍ରାମସମୂହର…

ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଭୁବନେଶ୍ଵର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା

ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା । ୧୦୦୦ ବସ୍ ନିୟୋଜିତ ହେବେ । ହେଲେ ବଢ଼ିବ ନାହିଁ ବସ୍ ଭଡ଼ା। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସ୍ପଷ୍ଟ କରିଛି । ଏଥିସହିତ ପୁରୀକୁ ଯାତ୍ରା କରୁଥିବା ସମୟରେ ଯାତ୍ରୀଙ୍କୁ ବସରେ ପାନୀୟ ଜଳ ଯୋଗାଇ ଦିଆଯିବ । ବସରେ ଫାଷ୍ଟଏଡ୍…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବୈଭବ ସୂର୍ଯ୍ୟବଂଶୀ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବୈଭବ ସୂର୍ଯ୍ୟବଂଶୀ। ପିମଙ୍କ ପାଦଛୁଇଁ ଆଶୀର୍ବାଦ ନେଇଥିଲେ ବୈଭବ। ଆଇପିଏଲରେ ଦ୍ବିତୀୟ ଦ୍ରୁତତମ ଶତକ ହାସଲ କରି ରାତାରାତି ଷ୍ଟାର ବନିଯାଇଛନ୍ତି ବୈଭବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଟନା ବିମାନବନ୍ଦରରେ ୧୪ ବର୍ଷୀୟ କ୍ରିକେଟର ବୈଭବ…

ଆଜି ପୁଞ୍ଚ ଯାତ୍ରା କରିବେ ଶାହ

ଆଜି ଶାହଙ୍କ ଜମ୍ମୁକାଶ୍ମୀର ଗସ୍ତର ଦ୍ବିତୀୟ ଦିନ। ଏହି ଅବସରରେ ଆଜି ପୁଞ୍ଚରେ ପାକିସ୍ତାନ ସେନା ଆକ୍ରମଣରେ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ସାକ୍ଷାତ କରିବେ ଶାହ। ଗତକାଲି ଗ୍ରସ୍ତର ପ୍ରଥମ ଦିନରେ ରାଜଭବନରେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟି ସୁରକ୍ଷା ପରିସ୍ଥିତି ନେଇ ଆଲୋଚନା…

ଆଇପିଏଲ ଫାଇନାଲରେ ପ୍ରବେଶ କଲା ଆରସିବି

୯ବର୍ଷ ପରେ ଆଇପିଏଲ ଫାଇନାଲରେ ପ୍ରବେଶ କଲା ବେଙ୍ଗାଲୁରୁ। କିଙ୍ଗସ ଇଲେଭେନ ପଞ୍ଜାବକୁ ୮ ଓ୍ବିକେଟରେ ହରାଇ ଫାଇନାଲରେ ଆରସିବି। ପ୍ରଥମେ ପଞ୍ଜାବ ବ୍ୟାଟିଂ କରି ୧୦୧ ରନ କରିଥିଲା। ୧୦୨ ରନର ବିଜୟ ଟାର୍ଗେଟକୁ ୧୦ ଓଭରରେ ହାସଲ କରିଥିଲା ଆରସିବି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୧୪ଟି…

ପୂର୍ବତନ ଭାଜପା ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

ଭାଜପା ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି।…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?

ମେଷ : ବିଭିନ୍ନ ସମସ୍ୟା ବିଜଡ଼ିତ ରହି କାର୍ଯ୍ୟହାନି, ମନସ୍ତାପ ଓ ବିବାଦରେ ଲିପ୍ତ ରହିପାରନ୍ତି। ପାରିବେଶିକ କୁପ୍ରଭାବରେ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି,…

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ…