ଆଉ ୩ ଦିନ କାଳବୈଶାଖୀ
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ…