Browsing Tag

News

ଜାଣନ୍ତୁ ପବିତ୍ର ଦୀପାବଳିରେ କଣ ରହିଛି ଆପଣଙ୍କ ଭାଗ୍ୟ ?

ମେଷ : ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ। ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ ରହିବେ। କୌଣସି ବିବାଦୀୟ ବିଷୟ ସକାଶେ ପାଖ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ପରିସ୍ଥିତିବଶତଃ କାମ ଚାପରେ ନିଜକୁ ଆଡ୍‌ଜଷ୍ଟ…

୨୫ଲକ୍ଷ ଦୀପରେ ଝଲସିଲା ଅଯୋଧ୍ୟା

ଚଳିତ ବର୍ଷ ଜାନୁଆରିରେ ରାମ ମନ୍ଦିର ପ୍ରତିଷ୍ଠା ହେବା ପରେ ଅଯୋଧ୍ୟାରେ ଚଳିତ ବର୍ଷର  ପ୍ରଥମ ଦୀପାବଳି ଉତ୍ସବ ଅନୁଷ୍ଠିତ ହେଉଛି।  ଆଜି ଦୀପୋତ୍ସବରେ ସରଯୁ ନଦୀ କୂଳରେ ୨୫ ଲକ୍ଷ ୧୨ ହଜାର ୫୮୫ ଦୀପ ଜାଳି ସରକାର ପୂର୍ବ ରେକର୍ଡକୁ ଭାଙ୍ଗିଛନ୍ତି। ଗିନିଜ୍ ୱାର୍ଲ୍ଡ ରେକର୍ଡର ପରାମର୍ଶଦାତା…

କଂଗ୍ରେସର ଅଭିଯୋଗକୁ ECIଙ୍କ ପ୍ରତ୍ୟାଖାନ

ହରିଆଣା ନିର୍ବାଚନ ଫଳାଫଳରେ ଅନିୟମତାକୁ ନେଇ କଂଗ୍ରେସର ଅଭିଯୋଗକୁ ପ୍ରତ୍ୟାଖାନ କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ କମିଶନଙ୍କର ଏହି ନିଷ୍ପତ୍ତି ପାଇଁ କମିଶନଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ହରିଆଣା ସିଏମ୍ ନାୟାବ ସିଂ ସାଇନି। ମିଛ କହିବା ଏବଂ ମିଥ୍ୟା ତଥ୍ୟ ଦେବା କଂଗ୍ରେସର…

ମହିଳା ନିର୍ଯ୍ୟାତନା କ୍ଷେତ୍ରରେ ବିଜେପି ସରକାରଙ୍କ ଶୂନ୍ୟ ସହନଶୀଳତା

ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳା କର୍ମଚାରୀଙ୍କୁ ସିଡିପିଓ ଡାକ୍ତରଖାନା ଛାଡିନଥିବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ  ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦ୍ରାପଡ଼ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।…

ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି

ଓଡ଼ିଆ ଅସ୍ମିତାର ଝଲକ ଦେଖିବାକୁ ମିଳିବ ରାଷ୍ଟ୍ରପତି ଭବନରେ । ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ବେଶ ମନୋହର ଲାଗୁଛି ।  ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା…

ନକଲି ହେଲ୍‌ମେଟ୍ ବିରୁଦ୍ଧରେ ଆରମ୍ଭ ହେଲା ଅଭିଯାନ

ରାସ୍ତାକଡ଼ରେ ବିକ୍ରି ହେଉଥିବା ଖରାପ ଗୁଣବତ୍ତା ବିଶିଷ୍ଟ ହେଲମେଟ୍‌କୁ ନେଇ କେନ୍ଦ୍ର ସରକାର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଆଇଏସ୍ ଓ ଆଇଏସ୍ଆଇ ମାର୍କର ଅପବ୍ୟବହାର କରୁଥିବା ହେଲ୍‌ମେଟ୍ ନିର୍ମାତା ଓ ବିକ୍ରେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ…

ଇସ୍ରାଏଲର ତୁହାକୁତୁହା ବୋମାବର୍ଷା

ଉତ୍ତର ଗାଜାରେ ବେତ୍‌ ଲାହିୟା ଅଞ୍ଚଳରେ ଇସ୍ରାଏଲ ସେନା ମଙ୍ଗଳବାର ଘନ ଘନ ଆକ୍ରମଣ କରିଛି। ଏଠାକାର ଏକ ପାଞ୍ଚ ମହଲା ବିଶିଷ୍ଟ କୋଠାକୁ ବୋମା ମାଡ଼ କରି ଧ୍ବସ୍ତ କରି ଦିଆଯାଇଥିଲା ବେଳେ ଏହି ଘଟଣାରେ ୨୪ ଶିଶୁଙ୍କ ସମେତ ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। ଏହାବ୍ୟତୀତ ଏହି ଘଟଣାରେ…

ଦୀପାବଳିରେ ୨୮ଲକ୍ଷ ଦୀପରେ ଝଲସିଉଠିବ ଅଯୋଧ୍ଯା

ଦୀପାବଳି ପାଇଁ ଉତ୍ସବ ମୁଖବର ସାରା ଭାରତ |ଏଥର ଅଯୋଧ୍ୟା ୨୮ ଲକ୍ଷ ଦୀପ ସହିତ ଆଲୋକିତ ହେବ, ଯାହାର ପ୍ରସ୍ତୁତି ପ୍ରାୟ ସମ୍ପୂର୍ଣ୍ଣ ହୋଇଛି। ସେପଟେ ମଙ୍ଗଳବାର ନେଇ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇ କହିଛନ୍ତି, ଏଥର ଦୀପାବଳି ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ…

ଜାଣନ୍ତୁ ଆଜି ଧନତେରାସରେ କେଉଁ ରାଶିରେ କଣ ରହିବ ସମଭାବନା |

ମେଷ : କୃତ୍ତିକା ନକ୍ଷତ୍ର ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। କାମ ହାସଲରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି କିନ୍ତୁ କରଜକୁ କେନ୍ଦ୍ରକରି କଳହ ଲାଗିପାରେ। ସାଧାରଣ କଥାରେ ଭ୍ରାତୃ…

ଆଜି ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ…