ଇରାନ ଉପରେ ୧୦୦ରୁ ଅଧିକ ମିସାଇଲ ମାଡ କଲା ଇସ୍ରାଏଲ
ଇରାନ ଉପରେ ବଡ଼ ଧରଣର ଆକ୍ରମଣ କରିଛି ଇସ୍ରାଏଲ। ଚଳିତମାସ ୧ ତାରିଖରେ ଇରାନ କରିଥିବା ବଡ଼ କ୍ଷେପଣାସ୍ତ୍ର ଆକ୍ରମଣର ଜବାବ ଦେଇଛି ଇସ୍ରାଏଲ ପ୍ରତିରକ୍ଷା ବାହିନୀ । କେବଳ ସେତିକି ନୁହେଁ, କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ପାଇଁ ନାଗରିକମାନେ ସତର୍କ ରହିବା ପାଇଁ ଆଇଡିଏଫ୍ ପରାମର୍ଶ…